-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||     

HOME   ଜିଲ୍ଲା

ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ...

25-Nov-2022



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
 କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜେ. କେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ରିସିଡା ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁ ଚରଣ ବେହେରା( ସିନୁ ),ଏସ ବି ଆଇ କର୍ଲାମୁଣ୍ଡା ଶାଖାର ଚୈତନ୍ୟ ପ୍ରଧାନ, ଜିଲ୍ଲା ଯୁବ ବିଜେଡ଼ି କାର୍ଯ୍ୟକାରୀ ର ସଦସ୍ୟ ଚିନ୍ମୟ ମିଶ୍ର, ନାଏବ ସରପଞ୍ଚ ନରେଶ ଦାଶ, କଲେଜ କର୍ମଚାରୀ ଚିନ୍ମୟ ରଣା, ଯୁବ ବିଜେଡ଼ି ଡିଜିଟାଲ ସଂଯୋଜକ ତ୍ରିଶଙ୍କ ରଣା (ସୋନୁ),ବ୍ଲକ ଛାତ୍ର ସଭାପତି ସଲିମ ଶେଖର ରଣା, ମନୋଜ ରଣା, ତାରାଚନ ପୋଡ଼, ଚିତ୍ତ ରଣା ପ୍ରମୁଖ ଉପସ୍ଥିତ ରହି  ବୃକ୍ଷରୋପଣ କରିଥିଲେ lକାର୍ଯ୍ୟକ୍ରମ ଟି ରେ    ରାଜ୍ୟସଭା ସାଂସଦ ସୁଜିତ କୁମାର ଙ୍କ ନିର୍ଦେଶକ୍ରମେ କଳିଙ୍ଗ କୁସୁମ ଓ ଭାରତୀୟ ଷ୍ଟେଟବ୍ୟାଙ୍କ ର ସହଯୋଗ ରେ ଅନୁଷ୍ଠିତ ହୋଇଥିଲା। ତେବେ  ଆଗାମୀ ଦିନରେ ବୃକ୍ଷ ରୋପଣ ସହିତ ଜଙ୍ଗଲ ସୃଷ୍ଟି ଦିଗରେ ଅନେକ ପଦକ୍ଷେପ ନେବାକୁ ଥିବା ଯୁବ ବିଜେଡି ନେତା ସୋନୁ ରଣା ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026

You Might Also Like