-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଯୁଗୋପଯୋଗୀ ସୁବର୍ଣ୍ଣଦୀପ ପକ୍ଷରୁ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ

25-Nov-2022



ବରଗଡ:-ବରଗଡ଼ ସ୍ଥିତ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଠାରେ ଏକ ମନୋଜ୍ଞୋ ପରିବେଶ ମଧ୍ୟରେ ଏକ ନିଆରା କାର୍ଯ୍ୟକ୍ରମ ପ୍ରତିଭା ସମ୍ମାନ ଓ କବୟିତ୍ରୀ ରାଧାରାଣୀ ପଟ୍ଟନାୟକ ଙ୍କ ସ୍ମରଣୀୟ କବିତା ସଂକଳନ ଯୁଗୋପଯୋଗୀ ସୁବର୍ଣ୍ଣଦୀପ ପତ୍ରିକା ପକ୍ଷରୁ ୨୮ତମ ବର୍ଷରେ ଲୋକାର୍ପିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରଗଡ ଜିଲ୍ଲାରେ କାର୍ଯ୍ୟରତ ବିଶ୍ୱବାଣୀ ସମ୍ପାଦପତ୍ରର ଜିଲ୍ଲା ପ୍ରତିନିଧି ଶ୍ରୀମାନ ନିରଞ୍ଜନ ତ୍ରିପାଠୀ,ସମ୍ମାନୀତ ଅତିଥିଭାବେ ଶ୍ରୀମାନ କୈଳାସ ମହାରଣା(ସାହିତ୍ୟିକ),କବି ଡାକ୍ତର ପ୍ରଶାନ୍ତ କୁମାର ପଣ୍ଡା(ଗୋଡଭଗା),ବିଶେଷ ଅତିଥି ସାହିତ୍ୟିକ ମନୋରଞ୍ଜନ ମେହେର,ମୁଖ୍ୟବକ୍ତା ମନୋରଞ୍ଜନ ମିଶ୍ର,ବକ୍ତା ଯଶବିର ସିଂ ସୈନୀ(ଏଇଏମ୍ ସ୍କୁଲ ଅଧ୍ୟକ୍ଷ) ଯୋଗଦେଇଥିବା ବେଳେ,ସଭାପତିତ୍ବ କରିଥିଲେ ବାପୁଜୀ ସ୍କୁଲ ର ପ୍ରଧାନ ଶିକ୍ଷକ କିଶୋର କୁମାର ସାହୁ।ଏ ଅବସରରେ ସୁବର୍ଣ୍ଣଦୀପ ର ସଂପାଦକ ପ୍ରଦୀପ୍ତ ଭାନୁ ମହାନ୍ତି।କାର୍ଯ୍ୟକ୍ରମ ର ମଧ୍ୟଭାଗରେ କବୟିତ୍ରୀ ରାଧାରାଣୀ ପଟ୍ଟନାୟକ ଙ୍କୁ ସମ୍ମାନୀତ କରାଯିବା ସହିତ ସମାଜସେବା କ୍ଷେତ୍ରରେ ତଥା ଆଧ୍ୟାତ୍ମିକ ଚେତନାର ବାର୍ତ୍ତାବହ ଭାବେ ଶ୍ରୀମାନ ମନୋରଞ୍ଜନ ସାହୁ ଙ୍କୁ ଅତିଥି ବୃନ୍ଦସୁବର୍ଣ୍ଣଦିପ ସମ୍ମାନ ପ୍ରଦାନ କରାଯିବାସହ ଚଳିତ ବର୍ଷ ବରଗଡ ଧନୁଯାତ୍ରାରେ ବିଶେଷ ଆକର୍ଷଣ ଶିଶୁ ଶିଳ୍ପୀ ଶ୍ରୀରାଧା

ଭୂମିକାରେ ଅବର୍ତ୍ତୀର୍ଣ୍ଣ ହେବାକୁ ଯାଉଥିବା ବୈଷବୀ ବିର୍ତିଆ ଙ୍କୁ କାର୍ଯ୍ୟକ୍ରମ ରେ ଅଭିନୟ ଓ ନୃତ୍ୟ ପରିବେଷଣ ପାଇଁ ପ୍ରତିଭା ସମ୍ମାନରେ ସମ୍ମାନୀତ କରାଯାଇଥିଲା।ଅନ୍ୟତମ ପ୍ରଧାନ ଶିକ୍ଷକ,ମେଘନାଦ ସାହୁ,ଦୁଃଖିସେବକ ସାହୁ,ସୁବିଧା ପଶାୟତ,ସଂଗୀତ ଶିକ୍ଷକ ଅମରେଶ ଚନ୍ଦ୍ର ବାରିକ,ସୁଶାନ୍ତ ତ୍ରିପାଠୀ,ତ୍ରିଲୋଚନ ସାହୁ,ନେପାଳ ଦୁଆନ ପ୍ରମୁଖ କାର୍ଯ୍ୟକ୍ରମ ରେ ସମ୍ପୁର୍ଣ୍ଣ ସହଯୋଗ କରିଥିଲେ।ଶେଷରେ ପ୍ରଦୀପ କୁମାର ପଣ୍ଡା ଧନୁଯାତ୍ରାର ର ପୂର୍ବତନ ମହାମନ୍ତ୍ରୀ ଧନ୍ୟବାଦ ଅର୍ପଣ ପରେ ସଭାକାର୍ଯ୍ୟ ସାଙ୍ଗ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like