-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜନୀତି

ନଭେମ୍ବର ୨୭ରେ ପଦମପୁର ଆସୁଛନ୍ତି କେନ୍ଦ୍ର ରେଳ ଓ କୃଷିମନ୍ତ୍ରୀ : ଗୋଲକ ମହାପାତ୍ର  ଫସଲ ବୀମା ଓ ରେଳ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କର ମୁଖା ଖୋଲିବେ   ନଭେମ୍ବର ୨୬ ଆସିବେ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ପ୍ରବକ୍ତା ଡ.ସମ୍ବିତ ପାତ୍ର  ପଦମପୁର ଓ ପାଇକମାଳରେ ସଭା କରିବେ ଦୁଇ କେନ୍ଦ୍ର ମନ୍ତ୍ରୀ,  ଝାରବନ୍ଧରେ ସଭା କରିବେ ବୈଜୟନ୍ତ ଓ ସମ୍ବିତ 

25-Nov-2022



ପଦମପୁର / ଭୁବନେଶ୍ୱର, ପଦମପୁର ଉପନିର୍ବାଚନରେ ବିଜେପି ପାର୍ଥୀ ପ୍ରଦିପ ପୁରୋହିତଙ୍କ ପାଇଁ ପ୍ରଚାର କରିବା ପାଇଁ ନଭେମ୍ବର ୨୭ରେ କେନ୍ଦ୍ରୀୟ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆସୁଛନ୍ତି । ସେମାନେ ନଭେମ୍ବର ୨୭ ତାରିଖ ଦିନ ସକାଳ ୧୧ଟାରେ ସେମାନଙ୍କର ନିର୍ବାଚନ ସଭା କରିବେ ବୋଲି ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବିଜେପିର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ।ସେହିଭଳି ନଭେମ୍ବର ୨୬ ତାରିଖରେ ପଦମପୁର ନିର୍ବାଚନ ମଣ୍ଡଳୀର ଝାରବନ୍ଧ ବ୍ଲକରେ ନିର୍ବାଚନୀ ସଭାରେ ଯୋଗ ଦେବା ପାଇଁ ଆସୁଛନ୍ତି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର । ବୈଜୟନ୍ତ ପଣ୍ଡା ଓ ସମ୍ବିତ ପାତ ଆସନ୍ତା କାଲି ଝାରବନ୍ଧ ବ୍ଲକର ବିଳାସପୁର ଗ୍ରାମ ପଂଚାୟତରେ ସକାଳ ୧୧ଟାରେ ନିର୍ବାଚନୀ ସଭା କରିବେ । ଏହା ପରେ ସମ୍ବିତ ପାତ୍ର କୁମୀର ଓ ଜଗଦଳପୁରରେ ଆଉ ଦୁଇଟି ନିର୍ବାଚନୀ ସଭାରେ ଉଦବୋଧନ ଦେବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ପଦମପୁର ଉପନିର୍ବାଚନରେ ବିଜେପି ସପକ୍ଷରେ ଭୋଟରଙ୍କ ମନ ଢଳୁଛି । ପଦମପୁର ଉପନିର୍ବାଚନରେ ପଦମପୁରର ଲୋକମାନଙ୍କ ପ୍ରତି ଶାସକ ବିଜୁ ଜନତା ଦଳ କରିଥିବା କ୍ରମାଗତ ଅବହେଳା ବିରୋଧରେ ଲୋକମାନେ ସ୍ୱର ଉଠାଇଲେଣି । କେନ୍ଦ୍ରରେ ବିଜେପି ସରକାର ପଦମପୁରର ଅନେକ ମୌଳିକର ସମାଧାନ କରିବା ପାଇଁ ଚେଷ୍ଟା କରିଛି । ରାଜ୍ୟ ସରକାରଙ୍କର ଅପାରଗତା ଓ ବୀମା କମ୍ପାନୀମାନଙ୍କ ସହିତ ମଧୁଚନ୍ଦ୍ରିକା କାରଣରୁ ଫସଲ ବୀମା ଯୋଜନାରେ ଚାଷୀମାନେ ସେମାନଙ୍କର ନ୍ୟାର୍ଯ୍ୟ ହକରୁ ବଂଚିତ ହେଉଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ହସ୍ତକ୍ଷେପ ଏହାର ସମାଧାନ ହେଲା, ଚାଷୀମାନଙ୍କୁ ବୀମା ଅର୍ଥ ମିଳିଲା । ସେହିଭଳି ପଦମପୁରରେ ରେଳ ଚାଲିବା ପାଇଁ ଥିବା ବହୁତ ଦିନର ଦାବିକୁ କେନ୍ଦ୍ର ସରକାର ୨୦୨୧ରେ ଅନୁମୋଦନ ଦେଇସାରିଥିବା ବେଳେ ରାଜ୍ୟ ସରକାର ଜମି ଯୋଗାଇ ନଦେବା ପାଇଁ ପ୍ରକଳ୍ପ କାମ ଆଗେଇ ପାରୁନି ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ଆଜି ବିଜେପି ପାଇଁ ପ୍ରଚାର ମୈଦାନରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ସୁରେଶ ପୁଜାରି, ସଂଗିତା ସିଂହଦେଓ, ବସନ୍ତ ପଣ୍ଡା, ଜୁଏଲ ଓରାମ, ବରିଷ୍ଣ ନେତା କନକ ବର୍ଦ୍ଦନ ସିଂହଦେଓ, ମନମୋହନ ସାମଲ ଆଦି ପ୍ରଚାର କରିଥିଲେ । 

(ସଞ୍ଜୀବ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ) 

 

 

(


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like