-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||     

HOME   ଜିଲ୍ଲା

ଓ. ଜେ. ୟୁ, ବଲାଙ୍ଗୀର ଜିଲ୍ଲା ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଜିଲ୍ଲପାଳଙ୍କ ଜରିଆରେ ଦଶ ଦଫା ଦାବିପତ୍ର

25-Nov-2022



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) : ଓଡିଶା ସାମ୍ବାଦିକ ସଂଘ (ଓ. ଜେ. ୟୁ ), ବଲାଙ୍ଗୀର ଜିଲ୍ଲା ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦଶ ଦଫା ସମ୍ମିଳିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି | ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଦାବିପତ୍ର ଗ୍ରହଣ କରିଥିଲେ |ଦାବିମାନଙ୍କ ମଧ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ସ୍ୱାସ୍ଥ୍ୟବୀମା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି, ସାମ୍ବାଦିକଙ୍କ ମୁର୍ତ୍ୟୁକାଳୀନ ଆର୍ଥିକ ସହାୟତା ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ଦାବୀ କରାଯାଇଛି | ସାମ୍ବାଦିକମାନେ କାର୍ଯ୍ୟ କରିବାପାଇଁ ଏକ ଆଦର୍ଶ ମାର୍ଗଦର୍ଶିକା କାର୍ଯ୍ୟାବଳୀ(ଏସ. ଓ.ପି)ପ୍ରଣୟନ, ଅବସର କାଳୀନ ଭତ୍ତାପ୍ରଦାନ, ବ୍ୟାଙ୍କ ଋଣ ସରଳିକରଣ, ଜିଲ୍ଲା, ବ୍ଲକ, ଉପଖଣ୍ଡ ସାମ୍ବାଦିକ ମାନଙ୍କୁ ସାମ୍ବାଦିକ ଅଧୀସ୍ୱୀକୃତି ନୀତିରେ ସାମିଲ କରାଯାଉ | ସାମ୍ବାଦିକ ମାନଙ୍କ ପାଇଁ ପ୍ରେସ କଲୋନୀ ପ୍ରତିଷ୍ଠା,ସରକାରୀ ବିଜ୍ଞ୍ୟାପନରୁ ଦୁଇ ପ୍ରତିଶତ ଲେଭି କାଟି ସାମ୍ବାଦିକ କଲ୍ୟାଣ ପାଣ୍ଠି ରେ ବ୍ୟବହାର କରାଯାଉ |ସାମ୍ବାଦିକ କମିଟି ଗଠନ କରାଯାଉ | ଦାବିପତ୍ର ଦେବାସମୟରେ ଜିଲ୍ଲା ସଭାପତି ପ୍ରଦୀପ କୁମାର ସେଲମାଙ୍କ ନେତୃତ୍ବରେ ସଙ୍ଘର କୋଷାଧ୍ୟକ୍ଷ ସରତ କୁମାର ପୁଟେଲ, ପ୍ରଦୀପ ବାଗ, ବିନୋଦ ସୁନା ଓ ଅନ୍ୟସଭ୍ୟମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026

You Might Also Like