-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ଇଡିର ଜେରା ପରେ ଚନ୍ଦନ କହିଲେ, ଯାହା କହିବା କଥା କହିଦେଇଛି ସାରଙ୍କୁ

26-Nov-2022



ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଦ୍ୱିତୀୟ ଥର ପାଇଁ ଇଡି ଜେରାର ସାମ୍ନା କରିଛି ଶ୍ରଦ୍ଧାଞ୍ଜଳି । ସେହିପରି ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ମଧ୍ୟ ଇଡି ଅଧିକାରୀଙ୍କ ପ୍ରଶ୍ନର ଉତ୍ତର ଦେଇଛି । ଶୁକ୍ରବାର ଶ୍ରଦ୍ଧାଞ୍ଜଳିଙ୍କୁ ୧୪ ଘଣ୍ଟା, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କରିଥିଲା । ଉଭୟ ଇଡି ଅଫିସରୁ ବାହାରିଥିଲେ କିନ୍ତୁ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି। ଚନ୍ଦନ କେବଳ କହିଛନ୍ତି, ସେ ଯାହା କହିବା କଥା ଇଡି ଅଧିକାରୀକୁ କହିଛନ୍ତି । କଣ ତଦନ୍ତ ଅଧିକାରୀ ପଚାରିଛନ୍ତି ସେ ଭୁଲି ଯାଇଛନ୍ତି। ଯଦିଓ ତାଙ୍କ ପ୍ରତିକ୍ରିୟା ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରତି ରୋକ୍ ଠୋକ୍ ଏବଂ ରାଗିଲା ପରି ରହିଥିଲା । ହେଲେ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି ଯେ ଶ୍ରଦ୍ଧାଞ୍ଜଳି ଇଡି ଅଧିକାରୀଙ୍କ ଆଗରେ ଅନେକ କିଛି କହି ଦେଇଛି। ଯାହା ଡ୍ରାଇଭର ଚନ୍ଦନ ଜାଣିନଥିଲା ବା ଜାଣି ଅଜଣା ହେଉଥିଲା । ଜେରା ସମୟରେ ଶ୍ରଦ୍ଧାଞ୍ଜଳି ଏପରି ଜାଲରେ ଫସିଯିବ ବୋଲି କେବେ ଜାଣିନଥିଲା ବୋଲି କହିଥିବା ସୂଚନା ରହିଛି। ଏବେ ଅପେକ୍ଷା ଇଡି ଅଫିସରେ ଆଉ କିଏ ହାଜର ହୋଇ ପକ୍ଷ ରଖୁଛନ୍ତି। ତେବେ ଉଭୟ ଚନ୍ଦନ ଏବଂ ଶ୍ରଦ୍ଧାଞ୍ଜଳି ପୂର୍ବରୁ ପରସ୍ପରକୁ ଜାଣିଥିଲେ ବୋଲି ସୂଚନା ରହିଛି।

ଅନ୍ୟପଟେ ଇଡି ଅର୍ଚ୍ଚନାକୁ ଜେରା କରିବା ପାଇଁ କୋର୍ଟରେ ପ୍ରଡକ୍ସନ ପିଟିସନ ଦାଖଲ କରିଥିଲା। ଏହାକୁ ଏବେ ଗ୍ରହଣ କରିଛନ୍ତ କୋର୍ଟ। ଆସନ୍ତା ୩୦ ତାରିଖରେ ଭୁବନେଶ୍ୱର ଜିଲ୍ଲା ଓ ଦୌରା ଜଜଙ୍କ କୋର୍ଟରେ ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦ ହାଜର ହେବେ । ଏହାପରେ ଉଭୟଙ୍କୁ ରିମାଣ୍ଡ ରେ ଆଣିବା ପାଇଁ ଆବେଦନ କରିବ ଇଡି।


ଇତି ମଧ୍ୟରେ ଇଡି ଖଗେଶ୍ୱର-ଅକ୍ଷୟ ଏବଂ ଶ୍ରଦ୍ଧାଞ୍ଜଳିଙ୍କୁ ଏକାଠି ବସାଇ ଜେରା କରିସାରିଛି। ସେହିପରି ଉଭୟଙ୍କୁ ଅଲଗା ଅଲଗା ମଧ୍ୟ ଜେରା କରିସାରିଛି। ଏବେ ଦୁଇ ସହଯୋଗୀ ଅର୍ଚ୍ଚନା ଏବଂ ଶ୍ରଦ୍ଧାଞ୍ଜଳି ବେହେରାକୁ ଜେରା କରି ଘଟଣାର ମୂଳ ଖିଅ ଖୋଜିବାକୁ ଇଡି ପ୍ରୟାସ କରିବ ବୋଲି ସୂଚନା ରହିଛି।

ପ୍ରଥମ ଦିନର ଜେରା ବେଳେ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳୀ ବେହେରା ଇଡି ଆଗରେ ଅନେକ ଗୁମର ଫିଟାଇଥିବା ସୂଚନା ରହିଛି। କିଭଳି ହାଇପ୍ରୋଫାଇଲ ଲୋକଙ୍କୁ ହନିଟ୍ରାପ୍ କରିବା ପାଇଁ ବ୍ୟବହାର କରୁଥିଲେ ଅର୍ଚ୍ଚନା ଏବଂ କିଭଳି ଡିଲ୍ ଫିକ୍ସିଂ ହେଉଥିଲା ସେ ସମ୍ପର୍କରେ ଶ୍ରଦ୍ଧାଞ୍ଜଳି ଖୁଲାସା କରିଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like