-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ରାଜ୍ୟ

ରାଗିଂ କରିଥିବାର ମିଳିଲା ପ୍ରମାଣ: ୮୨ ସିନିୟର ଗଣିବେ ଜୋରିମାନା

26-Nov-2022



କେନ୍ଦୁଝର: ଜୁନିୟରଙ୍କୁ ରାଗିଂ କରିଥିଲେ । ଏବେ ଜୋରିମାନା ଗଣିବେ। ଓଡ଼ିଶା ସ୍କୁଲ ଅଫ୍ ମାଇନିଂ ଇଞ୍ଜିନିୟରିଂ (ଓଏସଏମଇ) କର୍ତ୍ତୃପକ୍ଷ ରାଗିଂ ମାମଲାରେ ୮୨ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ହଜାରେ ଟଙ୍କା ଲେଖାଏଁ ଜୋରିମାନା ଦେବାକୁ କଲେଜ କର୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଓଏସଏମଇ କର୍ତ୍ତୃପକ୍ଷ ଇଞ୍ଜିନିୟରିଂ କଲେଜର ତୃତୀୟ ବର୍ଷର ଡେ ସ୍କୋଲାର ଛାତ୍ର ଏବଂ ହଷ୍ଟେଲରେ ରହୁଥିବା ୮୨ ଛାତ୍ରଙ୍କ ବିରୋଧରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ନିକଟରେ ଦ୍ୱିତୀୟ ବର୍ଷର ଛାତ୍ର ରାଗିଂର ଶିକାର ହୋଇଥିବା ନେଇ ତୃତୀୟ ବର୍ଷର ଛାତ୍ରଙ୍କ ବିରୋଧରେ ଅଭିଯୋଗ କରିଥିଲେ । ଲିଖିତ ଆକାରରେ ଅଭିଯୋଗ କରି ରାଗିଂ ବାବଦରେ ଉଲ୍ଲେଖ କରିଥିଲେ । ଏହାପରେ କଲେଜ କର୍ତ୍ତୃପକ୍ଷ ସଂପୃକ୍ତ ଛାତ୍ରଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ରିପୋର୍ଟ ଆଧାରରେ ୮୨ ଛାତ୍ରଙ୍କ ବିରୋଧରେ ହଜାରେ ଟଙ୍କା ଜରିମାନା ଲଗାଯାଇଛି। ଏହାବାଦ ଏହି ଛାତ୍ରଙ୍କୁ ପଞ୍ଜମ ଏବଂ ଷଷ୍ଠ ସେମିଷ୍ଟାର ପାଇଁ ଲାଇବ୍ରେରୀରୁ ବହି ନେବା ଉପରେ ରୋକ୍ ଲଗାଇଛନ୍ତି କଲେଜ କର୍ତ୍ତୃପକ୍ଷ। ଏଥିସହିତ ଆଗାମୀ ଦିନରେ ଏପରି ରାଗିଂ ଭଳି କାମରେ ସଂଶ୍ଳିଷ୍ଚ ରହିବେ ନାହିଁ ବୋଲି ଲିଖିତ ଆକାରରେ ୮୨ ଛାତ୍ର ଲିଖିତ ଆକାରରେ ଦେବେ ବୋଲି କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like