-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||     

HOME   ଦେଶ ବିଦେଶ

ଆଜି ସମ୍ବିଧାନ ଦିବସ: ବିଶ୍ୱର ବୃହତ୍ ଲିଖିତ ଦସ୍ତାବିଜ୍ ଭାରତୀୟ ସମ୍ୱିଧାନ

26-Nov-2022



ନୂଆଦିଲ୍ଲୀ: ସବୁ ଭାରତୀୟଙ୍କ ପାଇଁ ନଭେମ୍ୱର ୨୬ ତାରିଖ ଖୁବ ଗୁରୁତ୍ୱପୂର୍ଣ୍ଣ । ୧୯୪୯ ମସିହା ଆଜିର ଦିନରେ ଦେଶର ସମ୍ୱିଧାନକୁ ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଥିଲା। ତେଣୁ ଏହାକୁ ସମ୍ୱିଧାନ ଦିବସ ଭାବେ ଦେଶରେ ପାଳନ କରାଯାଉଛି । ପରେ ୨୬ ଜାନୁଆରୀ ୧୯୫୦ମସିହାରେ ସମ୍ୱିଧାନକୁ ଦେଶରେ ଲାଗୁ କରାଯାଇଥିଲା ।

ସମ୍ୱିଧାନ ପ୍ରତ୍ୟେକ ଭାରତୀୟଙ୍କୁ ମୌଳିକ ଅଧିକାର ପ୍ରଦାନ କରେ । ଜଣେ ସ୍ୱାଧୀନ ନାଗରିକର ପରିଚୟ ଦିଏ । ଏହା ସହିତ ଦେଶ ପ୍ରତି ଥିବା ମୌଳିକ କର୍ତ୍ତବ୍ୟ ନେଇ ମଧ୍ୟ ଭାରତୀୟଙ୍କୁ ସଚେତନ କରାଏ ସମ୍ୱିଧାନ । ଆଜିର ଦିନକୁ ରାଷ୍ଟ୍ରୀୟ ଆଇନ ଦିବସ ଭାବେ ମଧ୍ୟ ପାଳନ କରାଯାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026

You Might Also Like