-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;   (30-Jun-2026)       ||      କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ    (30-Jun-2026)       ||      କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

କେବେ ଖୋଲିବ ଶିକ୍ଷାନୁଷ୍ଠାନ, ଚିନ୍ତାରେ ଛାତ୍ରଛାତ୍ରୀ

02-Dec-2020




(ପ୍ରେରଣା ଖବର): ରାଜ୍ୟରେ କେବେ ଖୋଲିବ ଶିକ୍ଷାନୁଷ୍ଠାନ ଓ କେବେ ଆରମ୍ଭ ହେବ ପାଠପଢା, ତାକୁ ନେଇ ଏବେ ଚିନ୍ତାରେ ଛାତ୍ରଛାତ୍ରୀ । କରୋନା ପରିସ୍ଥିତି ଦେଖି ଆସାମ ସହ ଅନେକ ରାଜ୍ୟ ସ୍କୁଲ ଖୋଲି ପାଠ ପଢେଇବା ଆରମ୍ଭ କରିଥିବା ବେଳେ ଓଡିଶାରେ ଏବେ ବି ଦ୍ୱନ୍ଦ ଲାଗି ରହିଛି । ଡିସେମ୍ବର 31 ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଗତକାଲି ଠାରୁ ରାଜ୍ୟରେ ମେଡିକାଲ ଖୋଲିବା ପାଇଁ ଅନୁମତି ଦେଇଛନ୍ତି ସରକାର । ସେପଟେ ତୁରନ୍ତ ସ୍କୁଲ ଖୋଲି ପାଠ ପଢେଇବାର ଆବଶ୍ୟକତା ରହିଛି ଛାତ୍ରଛାତ୍ରୀ ଓ ଶିକ୍ଷକ ସଂଘ କହିଛନ୍ତି ।*କରୋନା ଯୋଗୁ ଦୀର୍ଘ 8 ମାସରୁ ଶିକ୍ଷାନୁଷ୍ଠାନ ବନ୍ଦ ହେବା କାରଣରୁ ଘରେ ରହି ଅନଲାଇନରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ସେମାନଙ୍କ ପାଇଁ 30 ପ୍ରତିଶତ ପାଠ୍ୟକ୍ରମ ମଧ୍ୟ ହ୍ରାସ କରାଯାଇଛି । ଏହା ସତ୍ୱେ ରାଜ୍ୟର 69 ପ୍ରତିଶତ ଛାତ୍ରଛାତ୍ରୀ ଅନଲାଇନ ଶିକ୍ଷାରୁ ବଞ୍ଚିତ ।  ଯାହାର ସିଧା ପ୍ରଭାବ ସେମାନଙ୍କ କ୍ୟାରିଅର ଉପରେ ପଡୁଛି । ଗୋଟିଏ ପଟେ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର 31 ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ ଅନ୍ୟପଟେ ଡିସେମ୍ବର 1 ରୁ ରାଜ୍ୟରେ ଖୋଲିଛି ମେଡିକାଲ କଲେଜ । ଖାଲି ଏତିକି ନୁହେଁ ଡିସେମ୍ବର ମାସ ପାଇଁ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଗାଇଡଲାଇନରେ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଶିକ୍ଷା ବିଭାଗ ନିଷ୍ପତ୍ତି ନେଉ ବୋଲି କହିଛନ୍ତି ସରକାର । ସେପଟେ ଅନଲାଇନ ପାଠ ସଠିକ ଭାବେ ବୁଝି ହୋଇପାରୁ ନଥିବା ବେଳେ କୋଭିଡ ଗାଇଡଲାଇନ ମଧ୍ୟରେ ସ୍କୁଲ ଖୋଲି ପାଠ ପଢାଇବା ପାଇଁ କହିଛନ୍ତି ଛାତ୍ରଛାତ୍ରୀ । ଅନ୍ୟପଟେ ଜାନୁୟାରୀ 1 ରୁ ଆସାମରେ ସମସ୍ତ ସ୍କୁଲ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଆସାମ ଶିକ୍ଷାମନ୍ତ୍ରୀ ହେମନ୍ତବିଶ୍ୱ ଶର୍ମା । ସେପଟେ ଓଡିଶାରେ କରୋନା ଗ୍ରାଫ ହ୍ରାସ ପାଉଥିବା ବେଳେ କେବେ ଖୋଲିବ ଶିକ୍ଷାନୁଷ୍ଠାନ ତାକୁ ନେଇ ଏବେ ବି ଦ୍ୱନ୍ଦ ଲାଗି ରହିଛି । ସ୍କୁଲ ଖୋଲି ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ କ୍ଲାସ କରିବା ପାଇଁ ଅଭିଭାବକ ସଂଘ ଦାବି କରିଛି । କାରଣ ରାଜ୍ୟର ଶିକ୍ଷା ବିଭାଗ ଏପର୍ଯ୍ୟନ୍ତ ବୋର୍ଡ ପରୀକ୍ଷା ପାଇଁ କୌଣସି ତାରିଖ ଘୋଷଣା କରିନଥିବା ବେଳେ ନୂଆଶିକ୍ଷା ବର୍ଷ ମଧ୍ୟ ଘୋଷଣା କରାଯାଇ ନାହିଁ । ତେବେ ପରିସ୍ଥିତି ଦେଖି ସ୍କୁଲ ଖୋଲି ପିଲାଙ୍କୁ ପାଠ ପଢେଇବାର ଆବଶ୍ୟକତା ରହିଛି ବୋଲି ଶିକ୍ଷକ ସଂଘ କହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ   30-Jun-2026
  ଜିଲ୍ଲା  
ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   30-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;   30-Jun-2026
  ଜିଲ୍ଲା  
କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   30-Jun-2026
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ