-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||     

HOME   ଦେଶ ବିଦେଶ

ଆଜି ଇସ୍ରୋ ଲଞ୍ଚ କରିବ ପିଏସଏଲଭି-ସି୫୪ ରକେଟ୍

26-Nov-2022



ଚେନ୍ନାଇ: ଆଜି ଇସ୍ରୋ ଲଞ୍ଚ କରିବ ପିଏସଏଲଭି-ସି୫୪ ରକେଟ୍ । ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ୱନ ସ୍ପେସ ସେଣ୍ଟରରୁ ଲଞ୍ଚ୍ ହେବ । ଓସିଏନସାଟ୍-୩ ଓ ୮ ନାନୋ ସାଟେଲାଇଟ୍ ଏହି ରକେଟରେ ଉତକ୍ଷେପଣ ହେବ । ସାଢେ୧୦ଟାରୁ ଆରମ୍ଭ ହେବ ଉତକ୍ଷେପଣ ପ୍ରକ୍ରିୟା ।

ନାନୋ ସାଟେଲାଇଟ୍  ମାଧ୍ୟମରେ ସୂଚନା ରହିଛି । ୧୧ଟା୫୬ ମିନିଟରେ ଲଞ୍ଚ୍ ହେବାର କାର୍ଯ୍ୟକ୍ରମ ରହିଛି । ଇସ୍ରୋ ଅଧିକାରୀଙ୍କ ସୂଚନା ମୁତାବକ ଇଓଏସ୍-୦୬ (ଓସିଏନସାଟ୍-୩) ସହ ଭୁଟାନସାଟ୍, ପିକ୍ସେଲର ଆନନ୍ଦ, ଧ୍ରୁବ ସ୍ପେସରୁ ୨ଟି ଥାଇବୋଲ୍ଟ ଓ ଆମେରିକାରୁ ୪ଟି ଆଷ୍ଟ୍ରୋକାଷ୍ଟ ସାଟେଲାଇଟ୍ସ କୁ ଧରି ପିଏସଏଲଭି-ସି୫୪ ମହାକାଶକୁ ଉତକ୍ଷେପଣ କରାଯିବ ।

ପିଏସଏଲଭି-ସି୫୪ ରକେଟର ଲମ୍ୱ ୪୪.୪ ମିଟର । ଏହାର ୩୨୧ ଟନ୍ ଓଜନ ବହନ କରିବାର ଦକ୍ଷତା ରହିଛ । ପିଏସଏଲଭି-ଏକ୍ସଏଲ୍ ଭର୍ସନର ୨୪ତମ ରକେଟ୍ ହେଉଛି ପିଏସଏଲଭି-ସି୫୪ । ଉତକ୍ଷେପଣର ୨୦ ମିନିଟ ଭିତରେ ୭୪୨ କିଲୋମିଟର ଅତିକ୍ରମ କରିବ । ପ୍ରଥମ ସାଟେଲାଇଟକୁ ସେଠାରେ ଛାଡିବା ପରେ ୫୧୬ କିଲୋମିଟର ଅଲ୍ଟିଚ୍ୟୁଡ୍ କୁ ପୁନଶ୍ଚ ଖସି ପ୍ରଥମ ପାସେଞ୍ଜର ସାଟେଲାଇଟକୁ ଖଲାସ କରିବ । ସେହିପରି ଭିନ୍ନ ଭିନ୍ନ ଅରବିଟରେ ସାଟେଲାଇଟ୍ ଗୁଡିକୁ  ଅବତରଣ କରାଇବ ପିଏସଏଲଭି-ସି୫୪ ରକେଟ୍ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026

You Might Also Like