-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ରାଜ୍ୟ

ଆନ୍ତଃ ମହାବିଦ୍ୟାଳୟ ଭଲିବଲ ପ୍ରାଥମିକ ଚୟନ ଶିବିର

26-Nov-2022



କଟକ(ଲିଙ୍ଗରାଜ ପୃଷ୍ଟି) ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ଆନୁକୂଲ୍ୟରେ କଟକ ସ୍ଥିତ ଇମର୍ତ୍ତି ଦେବୀ ମହିଳା ମହାବିଦ୍ୟାଳୟ ଦ୍ୱାରା ଶୈଳବାଳା ମହିଳା ମହାବିଦ୍ୟାଳୟର ଖେଳ ପଡିଆରେ ଆନ୍ତଃ ମହାବିଦ୍ୟାଳୟ ଭଲିବଲ ପ୍ରାଥମିକ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଚୟନ ଶିବିରରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ଅଧିନରେ ଥିବା ୯ ଗୋଟି ମହାବିଦ୍ୟାଳୟ ଅଂଶ ଗ୍ରହଣ କରିଥିଲେ।ରମାଦେବୀ ବିଶ୍ୱ ବିଦ୍ୟାଳୟ, ଶୈଳବାଳା ମହିଳା ମହାବିଦ୍ୟାଳୟ, ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟ, ବିରେନ ମିତ୍ର ମହିଳା ମହାବିଦ୍ୟାଳୟ, କୁସୁମ ଦେବୀ ମହିଳା ମହାବିଦ୍ୟାଳୟ, ନିଗମାନନ୍ଦ ମହିଳା ମହାବିଦ୍ୟାଳୟ, ଇନ୍ଦିରା ଗାନ୍ଧୀ ମହିଳା

ମହାବିଦ୍ୟାଳୟ ନିମାପଡା, ଇମର୍ତ୍ତି ଦେବୀ ମହିଳା ମହାବିଦ୍ୟାଳୟ, ତୁଳସୀ ମହିଳା ମହାବିଦ୍ୟାଳୟ ଇତ୍ୟାଦିର ପ୍ରତିଯୋଗୀମାନେ ଯୋଗ ଦେଇଥିଲେ।ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଅବଦୁଲ ଇସମାନ ଖାନ ମହୋଦୟ ଏହି ଶିବିରର ଉଦଘାଟନ କରି ପ୍ରତିଯୋଗୀମାନଙ୍କୁ ସ୍ୱାଗତ କରିବା ସହିତ ଉଦବୋଧିତ କରିଥିଲେ।କ୍ରୀଡ଼ା ସଂସଦର ଉପସଭାପତି ଡକ୍ଟର ପ୍ରମୋଦିନୀ ସାହୁ ସ୍ୱାଗତ କରି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ।କ୍ରୀଡ଼ା ସଂସଦର ସହ ସଭାପତି ଦେବାଶିଷ ସ୍ବାଇଁ ଓ ସୁମିତା ଆଚାର୍ଯ୍ୟ ଏହି କାର୍ଯ୍ୟକ୍ରମରେ ସହଯୋଗିତା କରିଥିଲେ। ଖେଳର ସୁପରିଚାଳନା ପାଇଁ ଅଜୟ କୁମାର ସାହୁ ଓ ଲିଙ୍ଗରାଜ ପୃଷ୍ଟି ପ୍ରମୁଖ କାର୍ଯ୍ୟ ନିର୍ବାହକ ଭାବେ ସହଯୋଗ କରିଥିଲେ। ଇମର୍ତ୍ତି ଦେବୀ ମହିଳା ମହାବିଦ୍ୟାଳୟ ଶାରୀରିକ ଶିକ୍ଷା ବିଭାଗର ଶିକ୍ଷୟିତ୍ରୀ ମଞ୍ଜୁସ୍ମିତା ବିଶ୍ୱାଳ ପ୍ରତିଯୋଗୀମାନଙ୍କୁ ଚୟନ କରିବା ସହିତ ଏହି ଶିବିର ସୁଚାରୁ ରୁପରେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like