-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଡ଼ଃ. ବାବାସାହେବ ଆମ୍ବେଦକର ସେବାସଂଘ ପକ୍ଷରୁ "ଭାରତୀୟ ସମ୍ବିଧାନ ଦିବସ" ପାଳିତ

26-Nov-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଡ଼ଃ. ବାବାସାହେବ ଆମ୍ବେଦକର ସେବାସଙ୍ଘ ବୀରମହାରାଜପୁର ତରଫରୁ "ଭାରତୀୟ ସମ୍ବିଧାନ ଦିବସ" ପାଳିତ ହୋଇଯାଇଛି ା ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ଉପଖଣ୍ଡିୟ ପୋଲିସ ଅଧିକାରୀ ଶ୍ରୀଯୁକ୍ତ ଡୋଳାମଣି ଭୋଇ, ମୁଖ୍ୟବକ୍ତା  ଭୂଷଣ ପାତ୍ର,ସମ୍ମାନୀତ ଅତିଥି ଭାବରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ୍ୟା  ଶାନ୍ତିଲତା ଲୁହା, ବ୍ଲକ ଉପାଧ୍ୟକ୍ଷ  ନାରାୟଣ ଲୁହା, ଭୀମଆର୍ମି ଜିଲ୍ଲା ସଭାପତି ଧୀମାନ୍ ପ୍ରଦୀପ ଜାଲ, ଡ଼ଃ. ଆମ୍ବେଦକର ସେବାସଙ୍ଘ ସଭାପତି ବୀରମହାରାଜପୁର ସଭାପତି  ଅନାଦୀ ଜଗଦଲା, ସ୍ଥାନୀୟ ସରପଞ୍ଚ  ମହେନ୍ଦ୍ର ଜଗଦଲା, ସମବାୟ ସମିତି ସଭାପତି  ଯୋଗୀରାମ ମିର୍ଦ୍ଧା, ବରିଷ୍ଠ ଉପଦେଷ୍ଠା  ଜଗନ୍ନାଥ ଭୋଇ, ସମାଜସେବୀ ଶ୍ରୀଯୁକ୍ତ ଭୋଳାନାଥ ସାଗର, ସଙ୍ଘ କର୍ମକର୍ତ୍ତା  ରାମଚନ୍ଦ୍ର ଜଗଦଲା,  ନବୀନ ଭୋଇ,  କିଶୋର ଭୋଇଙ୍କ ସମେତ ହଜାର ହଜାର ପୁରୁଷ ମହିଳା, ବୃଦ୍ଧ ବୃଦ୍ଧା, ଯୁବକ ଯୁବତୀ, ବାଳକ ବାଳିକା ଓ ହଜାର ହଜାର ସଂଖ୍ୟକ ଆମ୍ବେଦକରପ୍ରେମୀ ଯୋଗ ଦେଇଥିଲେ । ଏପରିକି ଭାରତୀୟ ସମ୍ବିଧାନ ବଳରେ ସମଗ୍ର ଭାରତୀୟ କିଭଳି ଭାବରେ ସୁବିଧା ସୁଯୋଗ ପାଇପାରୁଛନ୍ତି, ଶ୍ରମ ଆଇନ ବଳରେ ସମସ୍ତ ସରକାରୀ କର୍ମଚାରୀ, ସମସ୍ତ ବେସରକାରୀ କର୍ମଚାରୀ, ସମସ୍ତ ଶ୍ରମିକମାନଙ୍କୁ ଆଠ ଘଣ୍ଟିଆ ଶ୍ରମ ଆଇନ, ମହିଳା ମାନଙ୍କୁ ସ୍ୱାଧୀନତା ଅଧିକାର, ଅଧ୍ୟୟନ ଅଧିକାର ଦେଶ ଶାସନ ଅଧିକାର ମିଳି ପାରିଛି ।  ସେ ବିଷୟରେ ପୁଙ୍ଖାନୁପୁଙ୍ଖ ବିସ୍ତୃତ ଆଲୋଚନା ହୋଇଥିଲା । ଏପରିକି ସମସ୍ତଙ୍କୁ ଭାରତୀୟ ସମ୍ବିଧାନ ବିଷୟରେ ସଚେତନ କରାଯାଇଥିଲା ଓ ସମ୍ବିଧାନକୁ ପଢି ସମସ୍ତେ କିଭଳି ଭାବରେ ନିଜର ସ୍ୱାଧୀନତା ଅଧିକାର ବିଷୟରେ ଜାଣିପାରିବେ ସେଥିପାଇଁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଥିଲା ।‌ ସେହିଭଳି ବୀରମହାରାଜପୁର ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like