-+91-9937148622 |
prerana_bgr@rediffmail.com |
Sunday 3rd May 2026 |
R.N.I. Regd No. ODIODI/2010/46693
Breaking News
26-Nov-2022
ବଲାଙ୍ଗୀର/ ବଲାଙ୍ଗୀର ମନୋହରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଲ୍ଆର୍ ପି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀ ସମୟରେ ପ୍ରାଥମିକ ସ୍ତରରେ ଦୁର୍ବଳ ଛାତ୍ରଛାତ୍ରୀ ମାନଙ୍କ ପାଠ ପଢ଼ାରେ ଅଗ୍ରଗତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଏଲ୍ଆର୍ପି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା । ଏଥିରେ ଏକ୍ସଟ୍ରା କ୍ଲାସ ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କୁ ପାଠ ପଢ଼ାଇବାର ବ୍ୟବସ୍ଥା କରାଯାଇଛି । ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ରଙ୍କ ତତ୍ତ୍ୱାବଧନାରେ ଗତକାଲି ଅନୁଷ୍ଠିତ ଏଲ୍ଆର୍ପି କାର୍ଯ୍ୟକ୍ରମରେ ସ୍କୁଲର ଶିକ୍ଷୟିତ୍ରୀ ଯାଜ୍ଞସେନୀ ତ୍ରିପାଠୀ ଓ ଅନ୍ୟ ମାନେ ସହଯୋଗ କରିଥିଲେ ।