-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ରାଜନୀତି

ପଦ୍‌ମପୁର ଅଂଚଳରେ ବିଜେପିର ଜୋରଦାର ପ୍ରଚାର, କେନ୍ଦ୍ର ର ଯୋଜନା ଓ ନରେନ୍ଦ୍ର ମୋଦୀଙ୍କ ଆଦର୍ଶକୁ ନେଇ ଲୋକଙ୍କ ପାଖକୁ ଗଲେ  

26-Nov-2022



ଆଜି ଭାରତ ମାତା କି ଜୟ ଓ ବିଜେପି ଜିନ୍ଦାବାଦ ଧ୍ନୀରେ ପ୍ରକମ୍ପିତ ହେଉଥିଲା ପଦ୍‌ମପୁର ସହର । ବରଗଡ ଜିଲ୍ଲା ପଦ୍‌ମପୁର ଉପନିର୍ବାଚନ ପାଇଁ ପାଇଁ ଏବେ ବପଦ୍‌ମପୁର ରେ ବିଭିନ୍ନ ରାଜନୈତିକ ଦଳର ନେତା ମାନଙ୍କ ଭିଡ ଲାଗିଛି । ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ଏଠାରେ କଡା ମୁକାବିଲା ହେବ । ପଦ୍‌ମପୁର ଉପନିର୍ବାଚନର ଫଳାଫଳ ତିନି ଦଳ ପାଇଁ ସମ୍ମାନର ପ୍ରଶ୍ନ ହୋଇଛି । ଆଜି  ପଦ୍‌ମପୁର ନିର୍ବାଚନ ମଣ୍ଡଳୀ ଝାରବନ୍ଧ ବ୍ଲକ ବିଳାସପୁର ଠାରେ ଭାରତୀୟ ଜନତା ଦଳ ପକ୍ଷରୁ ଜୋରଦାର ନିର୍ବାଚନୀ ପ୍ରଚାର ରାଜନୈତିକ ପାଣିପାଗକୁ ସରଗରମ କରିଛି । ଆଜି ବିଳାଶପୁର ଠାରେ  ବିଜେପି ରଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପାଣ୍ଡା, ବିଜେପି ନେତ୍ରୀ ଛତିଶଗଡ଼ର ସାଂସଦ ରାଜକୁମାରୀ ଚୌଧୁରୀ, ବିଜେପି ନେତା ଚୁନ୍ନିଲାଲ ସାହୁ, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ବରଗଡ଼ ଏମ୍‌ପି ସୁରେଶ ପୁଜାରୀ, ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତ ବିଶାଳ ଜନସମାବେଶକୁ ସମ୍ବୋଧନ କରି ଦଳ ସପକ୍ଷରେ ପ୍ରଚାର କରିଥିଲେ । କେନ୍ଦ୍ରରେ ନରେନ୍ଦ୍ର ମୋଦୀ ସରକାର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି କିନ୍ତୁ ରାଜ୍ୟ ସରକାର ଏହି ଯୋଜନାର  ରୂପାୟନ ଦିଗରେ ବିଫଳ ହୋଇଛନ୍ତି ବୋଲି ବିଜେପି ନେତା ମାନେ ଅଭିଯୋଗ କରିଛନ୍ତି । ନିର୍ବାଚନୀ ବୈତରଣୀ ପାର ହେବା ଲାଗି ନବୀନ ସରକାର ଜିଲ୍ଲା ଗଠନର ପ୍ରତିଶୃତି ଦେଇଛନ୍ତି । ଏହା ଏକ ରାଜନୈତିକ ଧୂଆଁବାଣ ବୋଲି ବିଜେପି ନେତା ମାନେ ଆଜିର ସମାବେଶ ମାଧ୍ୟମରେ ଲୋକଙ୍କୁ ବୁଝାଇଛନ୍ତି । ଧାମନଗର ଉପନିର୍ବାଚନରେ ବିଜେପିର ବିଜୟ ପରେ ପଦ୍‌ମପୁରରେ ମଧ୍ୟ ଏହି ବିଜୟଧାରା ଅବ୍ୟାହତ ରହିବ ବୋଲି ବିଜେପି ପକ୍ଷରୁ ଦୃଢ଼ୋକ୍ତି ପ୍ରକାଶ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like