-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ରାଜ୍ୟ

କରୋନା ଟିକା ବଣ୍ଟନ ପାଇଁ ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି ଜୋରଦାର : ବିଡ଼ିଓଙ୍କ ଅଧ୍ୟକ୍ଷତାରେ ଗଠନ ହେବ ଟାସ୍କଫୋର୍ସ

02-Dec-2020




ଭୁବନେଶ୍ୱର (ପ୍ରେରଣା ଖବର) : ଦୀର୍ଘ ୮ମାସ ଧରି ବିଶ୍ୱକୁ ନାକେଦମ କରି ରଖିଥିବା କରୋନା ମହାମାରୀ ଏବେ ପରାଜିତ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଟିକା ଖୁବଶୀଘ୍ର ଯୋଗାଇ ଦିଆଯିବ ବୋଲି ରାଜ୍ୟ ସରକାରଙ୍କୁ ଆଶ୍ବସ୍ତ କରାଯିବା ପରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ତତ୍ପରତା ‌ଦେଖାଦେଇଛି। ପ୍ରଥମ ପର୍ଯ୍ୟାୟରେ କରୋନା ଟୀକା ସ୍ବାସ୍ଥ୍ୟକର୍ମୀ ଓ ସ୍ବାସ୍ଥ୍ୟସେବାରେ ନିୟୋଜିତ ସମସ୍ତ କୋଭିଡ଼ ଯୋଦ୍ଧାଙ୍କୁ ଦିଆଯିବ। ଏହାପରେ ବରିଷ୍ଠ ନାଗରିକ ଓ ଅନ୍ୟାନ୍ୟ ବର୍ଗଙ୍କୁ ବଣ୍ଟାଯିବ। ତେବେ ସରକାରଙ୍କ ପକ୍ଷରୁ ଗତମାସରେ ୩ଲକ୍ଷ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନବାଡିକର୍ମୀଙ୍କୁ ନେଇ ତାଲିକା ପ୍ରସ୍ତୁତ କରାଯାଇଥିବା ବେଳେ ଆଜି ବିଭାଗ ପକ୍ଷରୁ ଏହାକୁ ଆଉ ଟିକିଏ ସରଳୀକରଣ କରାଯାଇ ବିକେନ୍ଦ୍ରୀକରଣ କରାଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତିନାମା ପ୍ରକାଶ ପାଇଛି।ଏଥିରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଦର୍ଶାଇଛନ୍ତି ଯେ ଖୁବଶୀଘ୍ର ବିଡ଼ିଓଙ୍କ ଅଧ୍ୟକ୍ଷତାରେ ଏକ ବ୍ଲକସ୍ତରୀୟ ଟାସ୍କଫୋର୍ସ ଗଠନ ହେବ।ସେଥିରେଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ର(ସିଏଚସି)ମେଡିକାଲ ଅଫିସର ଆବାହକ କରିବେ। ଏହାବାଦ୍ ଜିଲା ଶିଶୁ ମଙ୍ଗଳ ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ, ପଞ୍ଚାୟତ ପ୍ରତିନିଧିଙ୍କ ସହ ଏନସିସି, ଏନୱାକେଏସ, ଏନଏସଏସ, ପୂର୍ତ୍ତ ଓ ପଶୁସମ୍ପଦ ବିଭାଗରେ କାର୍ଯ୍ୟରତ ସ୍ବେଚ୍ଛାସେବୀ, ୟୁନିସେଫ, ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ, ରୋଟାରିଆନମାନେ ସଦସ୍ୟ ରହିବେ। ସେହିପରି ତହସିଲଦାରଙ୍କ ଅଧ୍ୟକ୍ଷତାରେ ମଧ୍ୟ ଏକ ଟାସ୍କଫୋର୍ସ କମଟି ଗଠନ ହେବ। ପ୍ରତିଦିନ କେତେ ଟୀକା କାହାକୁ ଦିଆଗଲା ତା’ର ତଥ୍ୟ ‘କୋ-ଉଇନ୍’ ସଫ୍ଟୱେୟାରରେ ଅପଲୋଡ କରାଯିବ। ଏନେଇ ମାନବସମ୍ବଳ ଅଧିକାରୀମାନଙ୍କୁ ତାଲିମ ଦିଆଯିବ।ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଯେତେ ସବୁ ସ୍ବାସ୍ଥ୍ୟ କର୍ମୀ ଓ କୋଭିଡ଼ ଯୋଦ୍ଧା ରହିଛନ୍ତି ସେମାନଙ୍କୁ ଦିଆଯିବ। ଏହି କାର୍ଯ୍ୟକ୍ରମ ଯେଭଳି ସୁରୁଖୁରୁରେ ଚାଲିବ ତାକୁ ଉଭୟ ଟାସ୍କଫୋର୍ସ ତଦାରଖ କରିବେ। ଯେଉଁଠାରେ ବ୍ୟତିକ୍ରମ ଉପଜିବ ସେଠାରେ ତୁରନ୍ତ ପଦକ୍ଷେପ ନେବାକୁ ଶ୍ରୀ ମହାପାତ୍ର ଦର୍ଶାଇଛନ୍ତି। ସୂଚନାଯୋଗ୍ୟ ଯେ ଅକ୍ଟୋବରରେ ଶ୍ରୀ ମହାପାତ୍ର କୋଭିଡ଼ ଟୀକା ବଣ୍ଟନ ଲାଗି ଆଇଏମଏ ସଭାପତିଙ୍କ ସହିତ ଆୟୁଷ ସଂଘ, ନର୍ସିଂ ସଭାନେତ୍ରୀ, ପାରାମେଡିକାଲ ସଂଘ,ଘରୋଇ ମେଡିକାଲ ସଭାପତିକୁ ଅବଗତ କରାଇଥିଲେ। ଏହାକୁ ନେଇ ରାଜ୍ୟରେ କେତେ ସଂଖ୍ୟକ ସ୍ବାସ୍ଥ୍ୟ କର୍ମୀ ରହିଛନ୍ତି ତା’ର ଏକ ଡାଟା ବିଭାଗ ପ୍ରସ୍ତୁତ କରିଛି। କୋଭିଡ଼ ଟୀକା ଆସିବା ମାତ୍ରେ ଏହାକୁ କିଭଳି ଠିକଣା ଭାବେ ପରିଚାଳନା କରାଯିବ ସେନେଇ ପ୍ରସ୍ତୁତ ରହିବାକୁ ସବୁ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଶ୍ରୀ ମହାପାତ୍ର ନିର୍ଦେଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like