-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡା,( ସଂଜୀବ ପାଣିଗ୍ରାହୀ) କୁଚିଣ୍ଡା ବ୍ଲକ ଅନ୍ତର୍ଗତ କୁଟୁରାଚୁଆଁ କନିଷ୍ଠ କଲେଜରେ ଶନିବାର ଅଧ୍ୟକ୍ଷ ନିଳାଞ୍ଚଳ ତିଓ୍ବ୍ୟାରୀଙ୍କ ସଭାପତିତ୍ବରେ ସମ୍ବିଧାନ ଦିବସ ଓ ଲୋକସଭାର ପୂର୍ବତନ ବାଚସ୍ପତି ରବି ରାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି I ପ୍ରାରମ୍ଭରେ ଉପସ୍ଥିତ ଅତିଥୀଗଣ ସମ୍ବିଧାନ ର ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦର ଓ ଲୋକସଭାର ପୂର୍ବତନ ବାଚସ୍ପତି ରବି ରାଏଙ୍କ ତୈଳଚିତ୍ରରେ ଦୀପ ପ୍ରଜ୍ଜଳନ କରି ପୁଷ୍ଠମାଳା ଅର୍ପଣ କରିଥିଲେ I ଏହି ଅବସରରେ ଅବସରପ୍ରାପ୍ତ ଅଧ୍ୟକ୍ଷ ତଥା ସମାଜସେବୀ ସୁବାଷ ଚନ୍ଦ୍ର ନାୟକ ସମ୍ବିଧାନର ମହତ୍ତ୍ବ ଓ ପୂର୍ବତନ ବାଚସ୍ପତିଙ୍କ ସୃତିଚାରଣ କରିଥିଲେ। ବରିଷ୍ଠ ଅଧ୍ୟାପକ କୃଷ୍ଠଚନ୍ଦ୍ର ପୂଝାରୀ ସଭା ପରିଚାଳନ ସହ ଛାତ୍ର ଛାତ୍ରୀମାନେ ଓ ସମସ୍ତ ଅତିଥୀଗଣ ସମ୍ବିଧାନର ପ୍ରସ୍ଥାବନାକୁ ପଠନ କରିଥିଲେ। ଅଧ୍ୟାପକ ସତ୍ୟନାରାୟଣ ପଟେଳ ସ୍ବାଗତ ଭାଷଣ ଓ ଅତିଥୀ ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଭାବନା ପାଣ୍ଡେ ସଭାର ଉଦ୍ଦେଶ୍ୟ ଞାପନ କରି ସମ୍ବିଧାନ ବିଷୟରେ ବିଷଦ ଭାବରେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଛାତ୍ର ଆଶା ଲୁହା,ଅଶ୍ବିନି କୁସୁମ,ବେବି ସାହୁ, ସିମା ପୂଝାରୀ ସମ୍ବିଧାନ ବିଷୟରେ ଭାଷଣ ଦେଇଥିଲେ। ଶେଷରେ ଅଧ୍ୟାପିକା ଗିତା ମାଝି ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କଲେଜ ର ଶିକ୍ଷା ଡେମୋଷ୍ଟେଟର ପ୍ରତିମା କୁମାର ନାଏକ,ଗ୍ରାନ୍ତଗାରିକ ଦେବାନନ୍ଦ ମହ

26-Nov-2022



କୁଚିଣ୍ଡା,( ସଂଜୀବ ପାଣିଗ୍ରାହୀ)
 କୁଚିଣ୍ଡା ବ୍ଲକ ଅନ୍ତର୍ଗତ କୁଟୁରାଚୁଆଁ କନିଷ୍ଠ କଲେଜରେ ଶନିବାର ଅଧ୍ୟକ୍ଷ ନିଳାଞ୍ଚଳ ତିଓ୍ବ୍ୟାରୀଙ୍କ ସଭାପତିତ୍ବରେ ସମ୍ବିଧାନ ଦିବସ ଓ ଲୋକସଭାର ପୂର୍ବତନ ବାଚସ୍ପତି ରବି ରାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି I ପ୍ରାରମ୍ଭରେ ଉପସ୍ଥିତ ଅତିଥୀଗଣ ସମ୍ବିଧାନ ର ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦର ଓ ଲୋକସଭାର ପୂର୍ବତନ ବାଚସ୍ପତି ରବି ରାଏଙ୍କ ତୈଳଚିତ୍ରରେ ଦୀପ ପ୍ରଜ୍ଜଳନ କରି ପୁଷ୍ଠମାଳା ଅର୍ପଣ କରିଥିଲେ I ଏହି ଅବସରରେ ଅବସରପ୍ରାପ୍ତ ଅଧ୍ୟକ୍ଷ ତଥା ସମାଜସେବୀ ସୁବାଷ ଚନ୍ଦ୍ର ନାୟକ ସମ୍ବିଧାନର ମହତ୍ତ୍ବ ଓ ପୂର୍ବତନ ବାଚସ୍ପତିଙ୍କ ସୃତିଚାରଣ କରିଥିଲେ। ବରିଷ୍ଠ ଅଧ୍ୟାପକ କୃଷ୍ଠଚନ୍ଦ୍ର ପୂଝାରୀ ସଭା ପରିଚାଳନ ସହ ଛାତ୍ର ଛାତ୍ରୀମାନେ ଓ ସମସ୍ତ ଅତିଥୀଗଣ  ସମ୍ବିଧାନର ପ୍ରସ୍ଥାବନାକୁ ପଠନ କରିଥିଲେ। ଅଧ୍ୟାପକ ସତ୍ୟନାରାୟଣ ପଟେଳ ସ୍ବାଗତ ଭାଷଣ ଓ ଅତିଥୀ ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଭାବନା ପାଣ୍ଡେ ସଭାର ଉଦ୍ଦେଶ୍ୟ ଞାପନ କରି ସମ୍ବିଧାନ ବିଷୟରେ ବିଷଦ ଭାବରେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଛାତ୍ର ଆଶା ଲୁହା,ଅଶ୍ବିନି କୁସୁମ,ବେବି ସାହୁ, ସିମା ପୂଝାରୀ ସମ୍ବିଧାନ ବିଷୟରେ ଭାଷଣ ଦେଇଥିଲେ। ଶେଷରେ ଅଧ୍ୟାପିକା ଗିତା ମାଝି ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କଲେଜ ର ଶିକ୍ଷା ଡେମୋଷ୍ଟେଟର ପ୍ରତିମା କୁମାର ନାଏକ,ଗ୍ରାନ୍ତଗାରିକ ଦେବାନନ୍ଦ ମହାପାତ୍ର,ଡିଇଓ ସମିନ ରଞନ ନାଏକ,କିରାଣୀ ଭେଷଜ ଗରଡିଆ, ପୂର୍ବତନ ଶିକ୍ଷକ ଦିଲିପ କୁମାର ପୂରୋହିତ,ପିଅନ ଜୟଦେବ ରାଉତ ତଥା ଉଭୟ ଛାତ୍ର ଛାତ୍ରୀ ଉପସ୍ଥିତ  ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026

You Might Also Like