-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||     

HOME   ରାଜନୀତି

ରାଜଧାନୀରେ ପଦ୍ମପୁରର ତାତି: ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲେ ବିଜେଡ଼ି ଓ ବିଜେପି

26-Nov-2022



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ବରଗଡ ଜିଲ୍ଲା ପଦ୍ମପୁରରେ ଗୋଟିଏ ପଟେ ନିର୍ବାଚନ ପ୍ରଚାର ଜୋରଦାର ଚାଲିଛି ଅନ୍ୟପଟେ ରାଜଧାନୀରେ ବିଜେଡି ଓ ବିଜେପି ନେତା ପରସ୍ପର ବିରୋଧରେ ସଙ୍ଗୀନ ଅଭିଯୋଗ ଆଣି ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସ ଦୌଡିବା ଜୋରଦାର କରିଛନ୍ତି। ଭୋଟ୍ ବିକଳରେ ପଦ୍ମପୁରରେ ବିଜେପି ହିଂସା କରୁଛି ବୋଲି ବିଜେଡି ଅଭିଯୋଗ କରିଥିବା ବେଳେ ବିଜେପି କହିଛି ଭୋଟ୍ ହତାଇବୋକୁ ପୋଷ୍ଟାଲ ଭୋଟରେ ଗଡବଡ କରିବାକୁ ବିଜେଡି ମସୁଧା କରୁଛି।

ବିଜେଡି ମୁଖପାତ୍ର ଲେନିନ ମହାନ୍ତିଙ୍କ ନେତୃତ୍ବରେ ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିଲେ। ଏଥିସହ ଦଳର ଦାବିପତ୍ର ପ୍ରଦାନ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅପିଲ୍ କରିଥିଲେ। ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି କହିଛନ୍ତି, ପଦ୍ମପୁର ନିର୍ବାଚନ ମଣ୍ଡଳୀର ଦହିଗାଁ ଗ୍ରାମପଞ୍ଚାୟତର ସରପଞ୍ଚ ସଞ୍ଜୁ ବରିହାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଘଟଣାକୁ ନେଇ ସିଇଓଙ୍କୁ ଭେଟିବାର ୪୮ ଘଣ୍ଟା ପୁରିଛି। ହେଲେ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ହୋଇନାହିଁ। ବିଜେପିର ଜଣେ ବ୍ୟକ୍ତିଙ୍କ ଇସାରାରେ ଏପରି ହିଂସା ଘଟୁଥିବା ବିଜେଡି ଅଭିଯୋଗ କରିଛି। ରିଙ୍କୁ ମେହେର ଓ ତାଙ୍କ ସାଥୀ ମାନେ ଟାର୍ଗେଟ କରି ଆକ୍ରମଣ କରିଥିଲେ ବୋଲି ନିର୍ବାଚନ ଅଧିକାରୀଙ୍କୁ ଭେଟି ବିଜେଡି ଦାବି କରିଛି। ଯେଉଁଥିରେ ସଞ୍ଜୁ ବରିହା ଏବେ ଭୀମସାରରେ ଚିକିତ୍ସିତ ହେଉଥିବା କହିଛି ବିଜେଡି। ସେପଟେ ରିଙ୍କୁ ମେହେରଙ୍କୁ ଗିରଫ କରିବା ପାଇଁ ଦାବି କରିଛି ବିଜେଡି। ନିର୍ବାଚନ ବେଳେ ହିଂସା ନ କରି ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ କରିବାକୁ ବିଜେଡି ଅପିଲ୍ କରିଛି।


ସେହିପରି ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିଜେଡି ପୋଷ୍ଟାଲ ବାଲାଟରେ ହେରାଫେରି କରୁଥିବା ଅଭିଯୋଗ କରିଛି ବିଜେପି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଫେରାଦ ହୋଇଛି। ଆଉ ପ୍ରମାଣ ସ୍ୱରୂପ ଏକ ଭିଡିଓ ଫୁଟେଜକୁ ବିଜେପି ନିର୍ବାଚନ ଅଧିକାରୀଙ୍କୁ ଦେଇଥିବା କହିଛି।

ରାଜ୍ୟ ବିଜେପି ଉପସଭାପତି ଭୃଗୁ ବକ୍ସିପାତ୍ର କହିଛନ୍ତି, ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ପ୍ରାୟ ୫ ହଜାର ପୋଷ୍ଟାଲ ବାଲାଟ୍ ଭୋଟ୍ ରହିଛି। ଯାହାକୁ କି ବିଭିନ୍ନ ସରକାରୀ ଅଧିକାରୀ ବିଜେଡିର ହାତବରସି ସାଜି ସେଥିରେ ଅନିୟମିତତା କରୁଛନ୍ତି। ତେଣୁ ଆଉ ଥରେ ରିପୋଲିଂ ହେଉ ବୋଲି ଦାବି କରିଛି ବିଜେପି


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026

You Might Also Like