-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||     

HOME   ଜିଲ୍ଲା

ସମ୍ବିଧାନ ଦିବସ ପାଳିତ

26-Nov-2022



ସୁନାବେଡ଼ା ସ୍ଥିତ ମହିଳା ମହାବିଦ୍ୟାଳୟ ଠାରେ ଶନିବାର ପୂର୍ବାହ୍ନରେ ସାମ୍ବିଧାନ ଦିବସ ପାଳନ ହେଇଅଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଉଷାରାଣୀ ଦାସ ସମସ୍ତ ବିଦ୍ୟାର୍ଥି ତଥା କର୍ମଚାରୀ ମାନଙ୍କୁ ପ୍ରସ୍ଥାବନାର ଶପଥପାଠ କରାଇବା ସହ ପ୍ରକୃତ ସମାନତା ଓ ସ୍ୱାଧୀନତାର କାର୍ଯ୍ୟକାରିତା ଏବଂ ସମ୍ବିଧାନ ପ୍ରଣେତା ମାନଙ୍କ ମୂଳଲକ୍ଷ ବିଷୟରେ ଆଲୋଚନା କରିଥିଲେ । ଅଧ୍ୟାପକ ଡ଼. ବାସୁଦେବ ସାହୁ ସମ୍ବିଧାନର କାର୍ଯ୍ୟକାରିତାରେ ଭାରତୀୟ ଐତିହ୍ୟ ଓ ସଂସ୍କୃତି ଏବଂ ସମ୍ବିଧାନର ସମ୍ପର୍କ ଉପରେ ଗୁରୁତ୍ତ୍ୱାରୋପ କରି ମତ ଉପସ୍ଥାପନ କରିଥିଲେ । ଜାତିୟ ସେବା ସଂସ୍ଥା ଅଧିକାରୀ ଶ୍ରୀମତୀ ସରିତା ପରିଡ଼ା ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ।  କୃତିଛାତ୍ରୀ ଲକ୍ଷ୍ମିପ୍ରିୟା ,ରୋସନୀ, ସରସ୍ୱତୀ ,ପ୍ରିୟଙ୍କା, ଅପଋପା, ମନିଷା ତଥା କୁସୁମା ନିଜସ୍ୱ ପ୍ରତିକ୍ରିୟାମାନ ଉପସ୍ଥାପନ କରିଥିଲେ । କାର୍ଯ୍ୟକ୍ରମର ସୁପରିଚାଳନା ନିମନ୍ତେ  ଡେମୋନଷ୍ଟ୍ରେଟର ଲକ୍ଷ୍ମିପ୍ରିୟା ଚୌଧୁରୀ, ଗ୍ରନ୍ଥାଗାରିକ ପ୍ରହଲ୍ଲାଦ ପ୍ରଧାନ ତଥା ଅନ୍ୟାନ୍ୟ କର୍ମଚାରୀଗଣ ସହଯୋଗ କରିଥିଲେ । ସଭା ଶେଷରେ ଜୁନିୟର ରେଡ଼କ୍ରସ୍ କାଉନସିଲର ଶୁଭଶ୍ରୀ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026

You Might Also Like