-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||     

HOME   ଅପରାଧ

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ

02-Dec-2020



 (ପ୍ରେରଣା ଖବର)  ଜୟପୁର  ୨।୧୨: ଆତ୍ମସମର୍ପଣ କଲେ ମହିଳା ମାଓବାଦୀ । କୋରାପୁଟ ଏସପିଙ୍କ ନିକଟରେ ମହିଳା ମାଓବାଦୀ ରାମୀ ମାଡକାମୀ ଆତ୍ମ ସମର୍ପଣ କରିଛନ୍ତି । ରାମୀ ୨୦୧୩ ମସିହାରୁ ମାଓ ସଂଗଠନରେ ଯୋଗ ଦେଇଥିଲା । ସେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ସକ୍ରିୟ ଥିଲା ।ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଅଙ୍ଗରକ୍ଷୀ ଭାବେ ରାମୀ ଦାୟିତ୍ବ ତୁଲାଉଥିଲା । ରାମୀ ନାଁରେ ବିଭିନ୍ନ ଥାନାରେ ରହିଛି ୧୦ରୁ ଅଧିକ ମାମଲା । ରାମୀର ମୁଣ୍ଡ ଜାମିନ୍ ପାଇଁ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ରାଜ୍ୟ ସରକାର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026

You Might Also Like