-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷକ ଗଣେଶ୍ୱର ମହାନ୍ତିଙ୍କ ପରଲୋକ

26-Nov-2022



ବଲାଙ୍ଗୀର,- ବଲାଙ୍ଗୀରର ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ଗଣେଶ୍ୱର ମହାନ୍ତି (୯୪)ଙ୍କ ଶନିବାର ପୂର୍ବାହ୍ନ ୧୦ଟା ୨୦ ମିନିଟ୍ ସମୟରେ ପରଲୋକ ହୋଇଛି । ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଜଣେ ଛାତ୍ରବତ୍ସଳ, ନୀତିନିଷ୍ଠ ଏବଂ ଆଦର୍ଶ ଶିକ୍ଷକ ଭାବେ ସେ ପରିଚିତ ଥିଲେ । ୧୯୫୪ ମସିହା ୧୩ ସେପ୍େଟମ୍ବରରେ ବଲାଙ୍ଗୀର ନିକଟସ୍ଥ ମଲମଣ୍ଡା ବେସିକ୍ ପ୍ରାଇମେରୀ ସ୍କୁଲରେ ସେ ଶିକ୍ଷକତା ଆରମ୍ଭ କରିଥିଲେ । ବେଲପଡା ବାଳିକା ହାଇସ୍କୁଲ, ଟିଟିଲାଗଡ଼ ବାଳକ ହାଇସ୍କୁଲ, ବଲାଙ୍ଗୀର ବାଳକ ଏମ୍‌ଇ ସ୍କୁଲରେ ସେ ଦୀର୍ଘ ବର୍ଷ ଧରି ଶିକ୍ଷକତା କରିଥିଲେ । ସ୍କୁଲ ଏସଆଇ ଭାବେ ପଦୋନ୍ନତି ପାଇ ଶିକ୍ଷାର ପ୍ରସାର ଦିଗରେ ସେ ଦାୟିତ୍ୱର ସହ କାର୍ଯ୍ୟ କରିଥିଲେ । ଶିକ୍ଷକତା କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ପାଇଁ ୧୯୮୬ ମସିହା ଜାନୁଆରୀ ୨୬ ତାରିଖରେ ତତ୍କାଳୀନ ରାଜ୍ୟପାଳ ବିଶମ୍ଭରନାଥ ପାଣ୍ଡେଙ୍କ ଠାରୁ ସେ ରାଜ୍ୟପାଳ ପୁରସ୍କାର ଗ୍ରହଣ କରିଥିଲେ । ଚାକିରିରୁ ଅବସର ଗ୍ରହଣ କରିବା ସମୟ ହୋଇଯାଇଥିଲେ ମଧ୍ୟ ତାଙ୍କ ଶୈକ୍ଷକୀୟ ନିଷ୍ଠା ଓ ଆଦର୍ଶ ଯୋଗୁଁ ତାଙ୍କୁ ଅଧିକ ଦୁଇ ବର୍ଷ ଶିକ୍ଷକତା କରିବାକୁ ଅନୁମତି ଦିଆଯାଇଥିଲା । ୧୯୮୯ ମସିହାରେ ସେ ଚାକିରୀରୁ ଅବସର ଗ୍ରହଣ କରିଥିଲେ । ମୂଲ୍ୟବୋଧ ଭିତ୍ତିିକ ନୈତିକ ଶିକ୍ଷା ଉପରେ ସେ ଜୋର ଦେଇ ଆସୁଥିଲେ । ଜୀବନର ଶେଷ ପର୍ଯ୍ୟନ୍ତ ଜଣେ ଆଦର୍ଶ ଶିକ୍ଷକର ଜୀବନ ଜୀଇଁ ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ପ୍ରେରଣା ଯୋଗାଇ ଆସିଥିଲେ । ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ବହୁ ବିଶିଷ୍ଟ ବ୍ୟକ୍ତି, ଓକିଲ, ପ୍ରତିଷ୍ଠିତ ବ୍ୟବସାୟୀ, ଗଣମାଧ୍ୟମ ପ୍ରତିନିଧି ଓ ପୁରାତନ ଛାତ୍ର ତାଙ୍କ ତୁଳସୀନଗର ସ୍ଥିତ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ତାଙ୍କ ବିୟୋଗ ସମୟରେ ସ୍ତ୍ରୀ କାନନବାଲା ମହାନ୍ତି, ୪ ପୁଅ ଜ୍ୟେଷ୍ଠପୁତ୍ର ଜ୍ଞାନେନ୍ଦ୍ର ମହାନ୍ତି, ଆଡଭୋକେଟ ଅମୀୟ ମହାନ୍ତି, ଅନୀଲ ମହାନ୍ତି ଓ ସାନପୁଅ ସାମ୍ବାଦିକ ସୁନୀଲ କୁମାର ମହାନ୍ତି, ବୋହୂ, ନାତିନାତୁଣୀ, ସମ୍ପର୍କୀୟ ଉପସ୍ଥିତ ଥିଲେ । ଦାହ ସଂସ୍କାର ପାଇଁ ସ୍ୱର୍ଗତ ମହାନ୍ତିଙ୍କ ମରଶରୀର ପୁରୀ ସ୍ୱର୍ଗଦ୍ୱାରକୁ ନିଆଯାଇଛି । ସେଠାରେ ଆଜି ତାଙ୍କ ଅନ୍ତ୍ୟେଷ୍ଠି କ୍ରିୟା ସମ୍ପନ୍ନ ହେବ ।
    ଆଦର୍ଶ ଶିକ୍ଷକ ମହାନ୍ତିଙ୍କ ବିୟୋଗରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପୌରାଧ୍ୟକ୍ଷା ଲିକା ସାହୁ, ଆଡଭୋକେଟ ଭାବନୀ ଶଙ୍କର ଶତପଥି, ପ୍ରିୟରଞ୍ଜନ ବହିଦାର, ରତନ ମହାରଣା, ସନ୍ତୋଷ ପାଢ଼ୀ, ଜିଲା କ୍ରୀଡା ସଂସଦ ସଭାପତି ହରି ନାରାୟଣ ପୂଜାରୀ, ଶିଳ୍ପଦ୍ୟୋଗୀ କିଶୋର ରଥ, ପ୍ରେସ କ୍ଳବ୍ ସଭାପତି ଅରୁଣ ମିଶ୍ର, ମନରଞ୍ଜନ ଯୋଷୀ, ବୀରେନ୍ଦ୍ର କୁମାର ଝାଙ୍କର, ଶିଶିର ଶତପଥି, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଶରତ ମିଶ୍ର, ବଳରାମ ମିଶ୍ର, ପ୍ରଦୀପ୍ତ ମିଶ୍ର, ଗୁପ୍ତେଶ୍ୱର ପୃଷ୍ଠି, ସଂଗ୍ରାମ ବହିଦାର, ଅଜିତ କୁମାର ମହାନ୍ତି, ପ୍ରଶାନ୍ତ ମହାକୁର, ବିଭୂ କଲ୍ୟାଣ ଗଡତ୍ୟା, ସନ୍ଦୀପ କୁମାର କୁଅଁର,  ତୁଳସୀନଗର ଦୁର୍ଗାପୂଜା କମିଟି ସଦସ୍ୟ ଓ ଅନ୍ୟମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି ।ା


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like