-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||     

HOME   ଜିଲ୍ଲା

ମହିଳା ମହାବିଦ୍ୟାଳୟ ବଲାଙ୍ଗୀରରେ ସମ୍ବିଧାନ ଦିବସ ପାଳନ

26-Nov-2022



ବଲାଙ୍ଗୀର, ବଲାଙ୍ଗୀର ର ମହିଳା ମହାବିଦ୍ୟାଳୟ ଠାରେ ନେହେରୁ ଯୁବ କେନ୍ଦ୍ର ତରଫରୁ ୭୩ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ କୁମାର ନାଗ ଭୂଷଣ ଯୋଗ ଦେଇଥିବା ବେଳେ ଅତିଥି ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ ମନୋରଂଜନ ମିଶ୍ର , ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ସଂଯୋଜକ ନରସିଂହା କୁମାର, ତାଲିମ ଦାତା ଅଶୋକ କୁମାର ମେହେର ଓ ଅଧ୍ୟାପକ ଦେବଦତ୍ତ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଥିଲେ । ସମ୍ବିଧାନକୁ ନେଇ ସଚେତନତା ହେବା ଓ ଭୋଟ ଅଧିକାରକୁ ଠିକ ଭାବେ ସାବ୍ୟସ୍ତ କରିବା ଉପରେ ମୁଖ୍ୟ ଅତିଥି କହିଥିଲେ । ପୂର୍ବରୁ ସଂବିଧାନକୁ ନେଇ ଏକ ସାଧାରଣ ଜ୍ଞାନ ପ୍ରତିଯୋଗୀତା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ସଫଳ ହୋଇଥିବା ପ୍ରତିଯୋଗୀମାନଙ୍କୁ ସଭାରେ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଏନଏସଏସର ଡିପିଓ ହେମନ୍ତ କୁମାର ମଲ୍ଲିକ ।ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଲେଖାପାଳ ବିପିନ ବିହାରୀ ଜେନା । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ବଳିଆର ସିଂ ବସ୍ତିଆ , ସନତ ପଟେଲ ଓ କବି ବିଶ୍ୱାଲ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026

You Might Also Like