-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ମୋ ସ୍କୁଲ ଅଭିଯାନର ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

02-Dec-2020




କଣ୍ଟାବାଞ୍ଜି, (ପ୍ରେରଣା ଖବର)- ସରକାରଙ୍କ ମୋ ସ୍କୁଲ ଅଭିଯାନ ଦୁଇ ହଜାର ସତର ମସିହାରୁ ଆରମ୍ଭ ହୋଇଥିଲେହେଁ ଅନେକ ବିଦ୍ୟାଳୟରେ ଏହା କାର୍ଯ୍ୟକାରୀ ହୋଇ ପାରି ନାହିଁ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ମାନଙ୍କରେ ପଢି ସାରିଥିବା ପୁରୁଣା ଛାତ୍ର ଛାତ୍ରୀ ତଥା ବଦାନ୍ୟ ଶିକ୍ଷାପ୍ରେମୀ ମାନଙ୍କ ଠାରୁ ଆର୍ଥିକ ସାହାଯ୍ୟ ନେଇ ସଞ୍ଚୟ ଖାତାରେ ଜମା କଲେ ସରକାରଙ୍କ ଠାରୁ ଦୁଇଗୁଣ ଅର୍ଥ ମିଳିବ ଯାହାକି ବିଦ୍ୟାଳୟର ଉନ୍ନତି ପାଇଁ ବିଭିନ୍ନ ଦିଗରେ ଖର୍ଚ୍ଚ କରାଯିବ।ଦୀର୍ଘ ମାସ ଧରି କରୋନା ପାଇଁ ବିଦ୍ୟାଳୟ ଗଡିକ ବନ୍ଦ ଥିବାରୁ ଏହି କାର୍ଯ୍ୟକ୍ରମଟି ତ୍ୱରାନ୍ୱିତ ହୋଇପାରିନାହିଁ। ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଆଜି ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ତୁରେକେଲା ବ୍ଳକ ଓ କଣ୍ଟାବାଞ୍ଜୀ ଏନଏସିର ବିଦ୍ୟାଳୟ ମାନଙ୍କର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ କରୋନା ନିୟମାବଳୀ କୁ ମାନି  ଅନୁଷ୍ଠିତ ସଭାରେ ଶ୍ରୀ ସୁରେନ୍ଦ୍ର କୁମାର ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ଶ୍ରୀ ଫକିର ଚରଣ ବିଶି,ଶ୍ରୀ ରଘୁନାଥ ମହରା,ଏବିଇଓ ଓ ଶ୍ରୀ ବିଭୁଦତ୍ତ ସାହୁ, ଶିକ୍ଷକ ଉପସ୍ଥିତ ଥିଲେ।ଶ୍ରୀ ସାହୁ ସଭା ପରିଚାଳନା କରିଥିଲେ ଓ କ୍ରିଷ୍ଣାନନ୍ଦ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଅଭିଯାନଟିକୁ ସଫଳ କରିବାକୁ ପ୍ରତିଶୃତି ଦେଇଥିଲେ।ଶ୍ରୀ ବ୍ରଜମୋହନ ମିଶ୍ର, ବିରଞ୍ଚି ନାରାୟଣ ଦାଶ,ରାଜ କିଶୋର ମେହେର, ଲକ୍ଷ୍ମଣ ସୁନା, ବିକାଶ ବର୍ଗେ,ବିବେକା ରାଏ,ସମ୍ଭୁଚରଣ ବିଶି,ଅମରେନ୍ଦ୍ର ବାଗ ଆଦି ଶିକ୍ଷକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like