-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଦେଶ ବିଦେଶ

ସୁରଟର ଅର୍ଥନୀତିକୁ ମଜବୁତ କରିବାରେ ଓଡ଼ିଆଙ୍କ ଅବଦାନ ଅତୁଳନୀୟ: ଧର୍ମେନ୍ଦ୍ର ପ୍ରଧାନ

27-Nov-2022



ସୁରଟ: ଗୁଜୁରାଟ ସୁରଟର ଅର୍ଥନୀତିକୁ ମଜବୁତ୍ କରିବାରେ ଓଡ଼ିଆ ଲୋକଙ୍କ ଯୋଗଦାନ ଅତୁଳନୀୟ ବୋଲି ଶନିବାର ଓଡ଼ିଆ ସମୁଦାୟଙ୍କୁ ଭେଟି ଆୟୋଜିତ ନିର୍ବାଚନୀ ଜନସଭାକୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ସୁରଟର ଅର୍ଥନୀତିକୁ ଆଗକୁ ନେବାରେ ଓଡ଼ିଆ ଲୋକଙ୍କ ଅଭୂତପୂର୍ବ ଯୋଗଦାନ ରହିଛି । ବିଶେଷ ଭାବରେ ଟେକ୍ସଟାଇଲ ଓ ହୀରା ଶିଳ୍ପ ସମେତ ବିଭିନ୍ନ କାରଖାନାରେ କେନ୍ଦ୍ରାପଡା, କଳାହାଣ୍ଡି, ବଲାଙ୍ଗୀର, ଜଗତସିଂହପୁର ସମେତ ବିଭିନ୍ନ ସ୍ଥାନର ଲୋକମାନେ କାର୍ଯ୍ୟ କରୁଛନ୍ତି ।


ଓଡିଶା ସମେତ ଅନ୍ୟ ଲୋକଙ୍କ ପରିଶ୍ରମ କାରଣରୁ ସୁରତ ବିଶ୍ୱର ଏକ ସୁନ୍ଦର ସ୍ଥାନ ହେବା ସହ ବ୍ୟବସାୟର କେନ୍ଦ୍ରବିନ୍ଦୁ ହୋଇଛି । ସୁରତରେ କାମ କରୁଥିବା ଲୋକମାନଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ବିଶ୍ୱାସ ଅତୁଟ ରହିଛି । ମହାପ୍ରଭୁଙ୍କ ଆଶୀର୍ବାଦ ପ୍ରଧାନମନ୍ତ୍ରୀଙ୍କ ଉପରେ ରହିଛି । ବିଜେପିକୁ ଜିତାଇବା ପାଇଁ ଶ୍ରୀ ପ୍ରଧାନ ପ୍ରବାସୀ ଓଡ଼ିଆଙ୍କୁ ଅନୁରୋଧ କରିଥିଲେ ।

କରୋନା ମହାମାରୀର ସଙ୍କଟ ସତ୍ତ୍ୱେ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ କାରଣରୁ ଅର୍ଥନୀତି ପ୍ରଭାବିତ ହୋଇନାହିଁ । ପୋଲିଓ ଟିକା ଭାରତୀୟ ପିଲାମାନଙ୍କୁ ଲଗାଇବା ପାଇଁ ପ୍ରାୟ ୩୦ ବର୍ଷ ଲାଗିଥିଲା । ମାତ୍ର ମୋଦି ସରକାରର ବଳିଷ୍ଠ ପଦକ୍ଷେପ କାରଣରୁ ଦୁଇ ବର୍ଷରେ ପ୍ରାୟ ୨୫୦ କୋଟି ଟିକା ଦେଶବାସୀଙ୍କୁ ଦିଆଯାଇସରିଛି । ଅପରପକ୍ଷରେ ଦେଶକୁ ଲମ୍ବା ସମୟ ଧରି ଶାସନ କରିଥିବା ଦଳ ଏବଂ ଆପ୍ ଭ୍ରଷ୍ଟାଚାରରେ ଲିପ୍ତ ହୋଇଛି । ନର୍ମଦାର ପାଣି ଗୁଜୁରାଟକୁ ନଆସିବା ପାଇଁ ଷଡ଼ଯନ୍ତ୍ର କରୁଥିବା ଲୋକମାନଙ୍କୁ ଚିହ୍ନିବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ପ୍ରଚାର କରିବା ଅବସରରେ ଶ୍ରୀ ପ୍ରଧାନ ସୁରତ ସ୍ଥିତ ଜଗନ୍ନାଥ ମନ୍ଦିରରେ ଦର୍ଶନ କରିବା ସହ ପ୍ରବାସୀ ଓଡିଆଙ୍କ ସହ ରାତ୍ରୀଭୋଜନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like