-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ କୁ ଜିଲ୍ଲା ଓ ସଇଁତଳା କୁ ସବଡିଭିଜନ ର ମାନ୍ୟତା ନିଜ ହକ ହାସଲ କରାଯିବ, ପଶ୍ଚିମ ଓଡ଼ିଶା ମହିଳା ସଂଗଠନ

27-Nov-2022



ବଲାଙ୍ଗୀର/ସଇଁନ୍ତଲା(ସନ୍ତୋଷ କୁମାର ନାଏକ) :  ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ କୁଇକେଡ଼ା ପଞ୍ଚାୟତରେ ପଶ୍ଚିମ ଓଡ଼ିଶା ମହିଳା ସଂଗଠନ ପକ୍ଷରୁ ମହିଳାଙ୍କ ଅଧିକାରକୁ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାନେତ୍ରୀ ସବିତା ନନ୍ଦଙ୍କ ସଭାପତିତ୍ୱରେ ଉକ୍ତ ପଞ୍ଚାୟତର ଦୌପଦୀ ବାଗ, ଉର୍ମିଳା ମହାନନ୍ଦ, ସରିତା ମହାନନ୍ଦ, ସନ୍ତସିନୀ ଦୀପ, କୁନ୍ତୀ ମହାନନ୍ଦ, ଲଳିତା ରାଣୀ କୁମ୍ଭାର, ସୁକାନ୍ତି ମହାନନ୍ଦ, ସୁନିତା ବାଗ, ଦୀପା ନାଗ ଓ ଚାନ୍ଦିନୀ ମହାନନ୍ଦ ସମେତ ଶତାଧିକ ମହିଳାଙ୍କ ଉପସ୍ଥିତିରେ ପ୍ରଥମେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଗାଁର ଅନେକ ବୃଦ୍ଧ, ବୃଦ୍ଧା ଓ ଭିନ୍ନକ୍ଷମ ବ୍ୟକ୍ତିମାନେ ଭତ୍ତା ପାଇବାରୁ ବଞ୍ଚିତ ରହିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାଦ ପଡ଼ିବା ଓ ଅନେକ ଲୋକ ଭଙ୍ଗାରୁଜା ଘରେ ଜୀବନ କାଟିବା ଭଳି ଅନେକ ସମସ୍ୟା ସରକାରୀ ଅଧିକାରୀ ଓ ପଞ୍ଚାୟତ ପ୍ରଶାସନର ଅବହେଳା ଯୋଗୁ ସୃଷ୍ଟି ହୋଇଛି । ତେଣୁ ଏଭଳି ସମସ୍ୟାକୁ ଦୂର କରିବା ପାଇଁ ପଶ୍ଚିମ ଓଡ଼ିଶା ମହିଳା ସଂଗଠନର ଜିଲ୍ଲା ସଭାନେତ୍ରୀ ଶ୍ରୀମତୀ ନନ୍ଦ ଆଜି ମହିଳାଙ୍କୁ ନେଇ ଏକ ସଂଗଠନ ଗଠନ କରିଛନ୍ତି । ଏଥିସହିତ ମହିଳାଙ୍କୁ ନିଜ ଅଧିକାର ପାଇଁ ଲଢ଼ିବାକୁ ଆହ୍ୱାନ ଦେଇଛନ୍ତି । ଅନ୍ୟପଟେ ଟିଟିଲାଗଡ଼କୁ ଜିଲ୍ଲା ଏବଂ ସଇଁନ୍ତଲାକୁ ସବଡିଭିଜନ ମାନ୍ୟତା ଦାବିକୁ ଏହି ସଂଗଠନ ମଧ୍ୟ ସମର୍ଥନ କରୁଥିବାବେଳେ ଆଗାମୀ ଦିନରେ ନିଜ ମାଟିର ହକ୍ ପାଇଁ ଲଢ଼େଇ ଜୋରଦାର କରାଯିବ ବୋଲି ଶ୍ରୀମତୀ ନନ୍ଦ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like