-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଗାୟତ୍ରୀ ପରିବାର ପକ୍ଷରୁ ସିନାପାଲି ଠାରେ ହେବାକୁଥିବା ଗାୟତ୍ରୀ ସଂସ୍କାର ମହୋତ୍ସବ ପାଇଁ ବୈଠକ

27-Nov-2022



ବଲାଙ୍ଗିର -(ପ୍ରେରଣା ଖବର) ବଲାଙ୍ଗିର ୨୭ ନଭେମ୍ବର: ବଲାଙ୍ଗିର ଜିଲ୍ଲା ଗାୟତ୍ରୀ ପରିବାର ଜିଲ୍ଲା ସଂଯୋଜକ ଉଦୟନାଥ ପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବଲାଙ୍ଗିର ଗାୟତ୍ରୀ ଶକ୍ତିପୀଠରେ ପରିଜନ ମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି l ଆଗାମୀ ଜାନୁୟାରୀ ୧୯ ରୁ ୨୦ତାରିଖ ପର୍ଯ୍ଯନ୍ତ ଅନୁଷ୍ଠିତ ହେବାକୁଥିବା ନାରୀ ସଶକ୍ତିକରଣ ଶ୍ରଦ୍ଧା ସମ୍ବର୍ଦ୍ଦନ ୨୫୧ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଏବଂ ସଂସ୍କାର ମହୋତ୍ସବ କୁ ସଫଳ କରିବାକୁ ଆଲୋଚନା କରାଯାଇ ଜିଲ୍ଲାର ଥିବା ପରିଜନ ମାନେ ଆର୍ଥିକ ଓ ଶାରୀରିକ ସହଯୋଗ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା I ଶାନ୍ତି କୁଞ୍ଜ ହରିଦ୍ଵାର ବିଶ୍ଵ ଗାୟତ୍ରୀ ପରିବାର ତତ୍ତ୍ଵାବଧାନରେ ୧୯ ଜାନୁୟାରୀ  ୨୦୨୩ ରୁ ନୂଆପଡ଼ା ଜିଲ୍ଲା ସିନାପାଲି ଠାରେ ଅନୁଷ୍ଠିତ ହେବାକୁଥିବା ବିରାଟ କାର୍ଯ୍ୟକ୍ରମର ରୂପରେଖ ସମ୍ପର୍କରେ ନୂଆପଡ଼ା ଉପ ଯୋନ୍ ସଂଯୋଜକ କେତନ ସିଂ ବାରିକ,

ସିନାପାଲି ମହୋତ୍ସବ କମିଟିର ସଭାପତି ତରୁଣ କୁମାର ମେହେର, ଯଜ୍ଞ କମିଟିର ସହସମ୍ପାଦକ ଶୈଳେଶ କୁମାର ଅଗ୍ରୱାଲ ପ୍ରମୂଖ ଉପସ୍ଥିତ ରହି ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ I ଆଲୋଚନାରେ ବରିଷ୍ଠ ପରିଜନ ଶେଷଦେବ ପଣ୍ଡା, ଶାନ୍ତନୁ ପାତ୍ର, ଟଙ୍କଧର କୁମ୍ଭାର, ସତ୍ୟନାରାୟଣ ଗୁପ୍ତା, ସତ୍ୟନାରାୟଣ ମିଶ୍ର, ମୀନକେତନ ମେହେର, ଜୟ ରାଜ ସାହୁ, ସରୋଜ କୁମାର ଦୋରା, କାଳିପ୍ରସାଦ ମିଶ୍ର, ରାଧାରମଣ କେଡ଼ିଆ ,ମହିଳା ମଣ୍ଡଳର ନର୍ମଦା ପାତ୍ର, ସଂଯୁକ୍ତା ମିଶ୍ର, ନାରୀ ଜାଗରଣ ସମ୍ପାଦିକା ବୀଣା ପାଣି ଆଚାର୍ଯ, ତ୍ରିପୁରା ସିଂ ଓ ଅନ୍ୟାନ୍ୟ ପରିଜନ ଓ ମହିଳା ମଣ୍ଡଳ ସଦସ୍ୟା ମାନେ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ l କାର୍ଯ୍ୟକ୍ରମର ସଫଳତା ନେଇ ସମସ୍ତେ ଲାଗିଯିବାକୁ ମତ ପ୍ରକାଶ ପାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like