-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||     

HOME   ଜିଲ୍ଲା

ବ୍ରାହ୍ମଣ ସମାଜ ର ବୈଠକ

27-Nov-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ବ୍ଳକ ଅନ୍ତର୍ଗତ ପୁଖାମୁଣ୍ଡା ଶୈବପୀଠ ଠାରେ ଆଜି ବ୍ରାହ୍ମଣ ସମାଜ ର ବୈଠକ ଅନୁଷ୍ଠିତ ହୋଇଯାଇଛି।ବର୍ତ୍ତମାନ ସମୟରେ ବ୍ରାହ୍ମଣ ସମାଜ ବହୁ ଦୁର୍ଦ୍ଦିନ ପରିସ୍ଥିତିରେ ଥିବାବେଳେ ସମସ୍ତ ବ୍ରାହ୍ମଣ ଭାଇମାନେ ଏକତା ସୂତ୍ରରେ ବାନ୍ଧି ହୋଇ ରହିବା ଏହାର ମୂଳଲକ୍ଷ୍ୟ।ଏହିକ୍ରମରେ ବ୍ରାହ୍ମଣ ସମାଜ କୁ ଦୃଢରୁ ଦୃଢ଼ତର କରିବା ନେଇ ସର୍ବସମ୍ମତିକ୍ରମେ ସଭାପତି ଭାବେ ଶ୍ରୀମାନ ଶଶିଭୂଷଣ ପଣ୍ଡା,ଉପସଭାପତି ମନୋଜ ପଣ୍ଡା,ସମ୍ପାଦକ ଭାବେ ମନୋଜ ଦାଶଶର୍ମା,ସହ ସମ୍ପାଦକ କିଶୋର ତ୍ରିପାଠୀ,କୋଷାଧ୍ୟକ୍ଷ ଭାବେ ହଳପାଣୀ ମାଝି ଙ୍କୁ ନିର୍ବାଚିତ କରାଯାଇଛି।ଉପଦେଷ୍ଟା ମଣ୍ଡଳୀରେ ସର୍ବଶ୍ରୀ:-ଦିବାକର ଗୁରୁ,ଜଗନ୍ନାଥ ମହାପାତ୍ର,ସୁରେନ୍ଦ୍ର ମହାପାତ୍ର,ଗିରିଧାରୀ ଦାଶ,ସୁଶାନ୍ତ ମିଶ୍ର ଙ୍କୁ ମନୋନୀତ କରାଯାଇଛି।ଏହି ବୈଠକରେ ବିଜେପୁର ବ୍ଳକ ଅଞ୍ଚଳରୁ ଶତାଧିକ ବ୍ରାହ୍ମଣ ଭାଇମାନେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026

You Might Also Like