-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସୋନପୁର ରାମଧୁନ କ୍ଲବ ରେ ଦୀର୍ଘ ବର୍ଷ ପରେ ନୂତନ କର୍ମକର୍ତ୍ତା ମନୋନୀତ

27-Nov-2022



ସୋନପୁର(ମନୋରଞ୍ଜନ ତ୍ରିପାଠୀ)
ସୋନପୁର ମଝିପଡା ରାମଧୁନ କ୍ଲବ ରେ ଆଜି ଦୀର୍ଘ ବର୍ଷ ପରେ ନିର୍ବାଚନ  ହୋଇ ନୂତନ କର୍ମକର୍ତା ଙ୍କୁ ମନୋନୀତ କରାଯାଇଛି  l ବରିଷ୍ଠ ସଦସ୍ୟ ତଥା କ୍ଲବ ର ପରାମର୍ଶ ଦାତା କଈରୁ ସ୍ୱାଇଁ ଙ୍କ ତତ୍ୱାବଧାନ ରେ ଓ  ପିୟୁଷ ପଣ୍ଡା, ବିକାଶ ପଣ୍ଡା ଙ୍କ ସଂଯୋଜନା ରେ ଏକ ସଭା ଅନୁଷ୍ଠିତ ହୋଇ ଥିଲା l ବରିଷ୍ଠ ସଦସ୍ୟ ଶ୍ରୀ ସ୍ୱାଇଁ ଓ ମନୋରଞ୍ଜନ ତ୍ରିପାଠୀ ସ୍ୱାଗତ ଭାଷଣ ରଖି ଆଜିର ବୈଠକ ଓ କ୍ଲବ ର ଆଗାମୀ ଦିନ ର କାର୍ଯ୍ୟକ୍ରମ ଉପରେ ସୁ -ଚିନ୍ତିତ ମତାମତ ରଖି  ନୂତନ କର୍ମକର୍ତ୍ତା ତଥା ଯୁବ ପିଢୀ ଙ୍କୁ  ଉତ୍ସାହିତ କରିଥିଲେ l ଏହି ବୈଠକ ରେ କ୍ଲବ ର ସମସ୍ତ ସଦସ୍ୟ ଯୋଗ ଦେଇଥିବା ବେଳେ ଆଜି ର ଏହି ନିର୍ବାଚନ ରେ  ନୂତନ ଉପଦେଷ୍ଟା ଭାବରେ କଈରୁ ସ୍ୱାଇଁ, ଲଡ଼ୁ କିଶୋର ମଲ୍ଲିକ, ମନୋରଞ୍ଜନ ତ୍ରିପାଠୀ, ଜଗତବନ୍ଧୁ ତ୍ରିପାଠୀ, ମାନସ ସେଠ, ହରି ସାହୁ, ଜଗନ ଦାଶ, ୟାସିନ ମହମ୍ମଦ, ସତ୍ୟ ନାରାୟଣ ଦରୱାନ, ପ୍ରମୁଖ ସର୍ଵ ସମ୍ମତି କ୍ରମେ ମନୋନୀତ ହୋଇଥିବା ବେଳେ ନୂତନ ସଭାପତି ଭାବେ ରାଜୀବ କୁମାର ସାହୁ, ସମ୍ପାଦକ ଭାବେ ପିୟୁଷ ପଣ୍ଡା ଙ୍କୁ ମନୋନୀତ କରଯାଇଛି l ଉପ ସଭାପତି ଭାବେ ସୁଭାଷ ବିଶ୍ଵାଳ, କମଳା କାନ୍ତ ସାହୁ, ଜଗତ ନାରାୟଣ ଦରୱାନ, ଶେଷଦେବ ମେହେର, ସୟଦ ସହଦତ୍ତ ଅଲ୍ଲୀ, ଙ୍କୁ ମନୋନୀତ କରାଯାଇଥିବା ବେଳେ ସହ ସମ୍ପାଦକ ଭାବେ ପୁରନ୍ଦର ନାଏକ, ସୋମନାଥ ମିଶ୍ର, କଲିମ ମହମ୍ମଦ, ଜୟ ନାରାୟଣ ପାଢ଼ୀ, ରବି ନାରାୟଣ ଦେହୁରୀ, ରାଜେଶ ଥନାପତି ଙ୍କୁ ମନୋନୀତ କରାଯାଇ ସମସ୍ତ ନୂତନ ସଦସ୍ୟ ଙ୍କୁ ସ୍ୱାଗତ କରାଯାଇଥିଲା l କୋଷାଧ୍ୟକ୍ଷ ଭାବେ ବିକାଶ ପଣ୍ଡା ଓ କାଶୀନାଥ ମିଶ୍ର ଙ୍କୁ ମନୋନୀତ କରାଯାଇଥିବା ବେଳେ ଆଇନ ପରାମର୍ଶ ଦାତା ଭାବେ ଅଜିତ କୁମାର ହୋତା ଙ୍କୁ ଓ ମିଡ଼ିଆ କୋଡିନେଟର ଭାବେ ମନୋରଞ୍ଜନ ତ୍ରିପାଠୀ ଙ୍କୁ  ଦାୟିତ୍ୱ ଅର୍ପଣ କରାଯାଇଛି l କ୍ଲବ ର ଉନ୍ନତି ମୂଳକ କାର୍ଯ୍ୟ  ସହିତ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ପାଇଁ ଅନେକ ପ୍ରସ୍ତାବ ଆଗତ କରାଯାଇଛି  l  ଏବଂ ବରପାଲି ଅଲ ଇଣ୍ଡିଆ ଫୁଟବଲ ଟୁର୍ନାମେଣ୍ଟ ରେ ରାମଧୁନ କ୍ଲବ ଚମ୍ପିୟାନ ହୋଇ କ୍ଲବ ର ଗୌରବ ବଢ଼ାଇଥିବାରୁ ସମସ୍ତ ଖେଳାଳୀ ଙ୍କୁ ମଧ୍ୟ ଆଜି ସ୍ୱାଗତ କରି ଉତ୍ସାହିତ କରାଯାଇଥିଲା l ଆସନ୍ତା ମାସ ରେ କ୍ଲବ ପକ୍ଷରୁ ସ୍ୱଛତା କାର୍ଯ୍ୟକ୍ରମ ସହିତ  ବିଭିନ୍ନ ଅଞ୍ଚଳ ର ଗରିବ ବ୍ରlହ୍ମଣ ପରିବାର ର ପିଲା ଙ୍କୁ ନେଇ ଏକ ସାମୁହିକ ମାଗଣା ବ୍ରତ ପନୋୟନ ଭଳି ଏକ ମହତ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି କ୍ଲବ ପକ୍ଷରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like