-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ସହଯୋଗ ଫାଉଣ୍ଡେସନ୍ ଦ୍ୱାରା ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମ ଆରମ୍ଭ

27-Nov-2022



ବଲାଙ୍ଗୀର(ପ୍ରେରଣା ଖବର) . ନର  ସେବା ହିଁ ନାରାୟଣ ସେବା | ଭୀମ ଭୋଇ ସରକାରୀ ଡାକ୍ତରଖାନାକୁ ପ୍ରତିଦିନ ଶହ ଶହ ରୋଗୀ ଆସନ୍ତି। ସେମାନଙ୍କ ସହିତ ପରିବାର ସଦସ୍ୟ ଏବଂ ସମ୍ପର୍କୀୟମାନେ ମଧ୍ୟ ସେ ଆସନ୍ତି | ସରକାରୀ ଖାଦ୍ୟ କେନ୍ଦ୍ର ରବିବାର ଦିନ ବନ୍ଦ ରୁହେ , ତେଣୁ ବଲାଙ୍ଗୀରର ଅଗ୍ରିନ  ସମାଜିକ ସଂସ୍ଥା ସହଯୋଗ  ଫାଉଣ୍ଡେସନ ଆଜିଠାରୁ ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମ ଆରମ୍ଭ କରିଛି ଯେଉଁଥିରେ ପ୍ରତି ରବିବାର ଚାଉଳ ଏବଂ ଡାଲମା ଦିଆଯିବ।  ଆଜିର କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଭୀମ ଭୋଇ ସରକାରୀ ଡାକ୍ତରଖାନାର ସହକାରୀ ଅଧୀକ୍ଷକ ଡାକ୍ତର  ମୁରଲୀଧର  ପାଣିଗ୍ରାହୀ ଯୋଗ ଦେଇଥିଲେ। ମନୋଜ ଅଗ୍ରୱାଲ  ଙ୍କ ନେତୃତ୍ଵା ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜେଶ

ଅଗ୍ରୱାଲ, ଆର୍ତତ୍ରାଣ ପାଢ଼ୀ, ରୁକ୍ମା ଅଗ୍ରୱାଲ, ନୟନ ତାର ଅଗ୍ରୱାଲ , ସାନ୍ତୋଶ ଲାଲ, ଡକ୍ଟର ପଞ୍ଚାନନ ପ୍ରଧାନ, ପୀୟୁଷ ଅଗ୍ରୱାଲ, ରାମ ନାରାୟଣ ଦାସ, ପରେଶ ଅଗ୍ରୱାଲ, ଅବ୍ନିଶ ଅଗ୍ରୱାଲ, କେଦାର ଅଗ୍ରୱାଲ, ରାମ ଅବତାର ଅଗ୍ରୱାଲ ,ସୁଶାନ୍ତ ପାତ୍ର, ମହାବୀର ମିଶ୍ର, ଟୁନା ମିଶ୍ର, ସାନ୍ତୋଶ ପୁଷ୍ଟି, ତୁଫାନ୍ ବାଗ, ସୁଦୀପ୍ତ ତ୍ରିପାଠୀ, ଦୁର୍ଗା ପ୍ରସାଦ ଆଚାର୍ଯ୍ୟ ଏବଂ ଅନିଲ ମୋଦୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ରେ ବହୁତରୁ ବହୁତ ଲୋକ ଯୋଡି ହେବ ପାଇଁ ସଂଗଠନ ର ସମ୍ପାଦିକା ପିଙ୍କି ମୋଦି ଅନୁରୋଧ କରିଛନ୍ତି .


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like