-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ସୁଚିତ୍ରା ଚତୁର୍ଥ ସ୍ୱନକ୍ଷତ୍ର ଉତ୍ସବ: ସାହିତ୍ୟ ଶବ୍ଦର ବ୍ୟାପକ ସୀମା ଡେଇଁପାରେ ସରହଦ

27-Nov-2022



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସାହିତ୍ୟ ଶବ୍ଦର ବ୍ୟାପକ ସୀମା ସରହଦକୁ ଡେଇଁବାରେ ସମର୍ଥ ରଖେ। ଚେତନାର ଚୌହଦି ଉତରଣରେ ସାହିତ୍ୟିକର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସାହିତ୍ୟକଟିଏ ହିଁ ଭାବ ଓ ଭାଷାର କୋଣାର୍କ ଗଢିପାରେ। ଏ ମାଟିର କବି ଭୀମଭୋଇ ଓ ଗଙ୍ଗାଧରଙ୍କ ସାହିତ୍ୟ ଆମର ଚିନ୍ତା ଓ ଚେତନାକୁ ଆଗେଇ ନେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଶବ୍ଦର ମୃତ୍ୟୁ ନାହିଁ। ସେ ଅକ୍ଷୟ ଓ ଚିର ଅମର। ତା ମଧ୍ୟରେ ଭାବ ରସ ଓ ଛାନ୍ଦ ଭରି ଦେବାର କ୍ଷମତା ସାହିତ୍ୟିକର ରହିଛି ବୋଲି ସୁଚିତ୍ରାର ଚତୁର୍ଥ ସ୍ୱନକ୍ଷତ୍ର ଉତ୍ସବରେ ନିମନ୍ତ୍ରିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି।ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଭାପତି ଡଃ ଦୀପେନ୍ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବରେ ସାହିତ୍ୟିକ ମୁକ୍ତକଣ୍ଠ ପ୍ରଧାନ, ମୁଖ୍ୟବକ୍ତା ଭାବରେ ଜବାହାରଲାଲ୍ ନେହେରୁ ବିଶ୍ୱବିଦ୍ୟାଳୟର ପ୍ରଫେସର ଡଃ ସୁଜିତ୍ କୁମାର ପୃଷେଠ୍, ସମ୍ମାନୀତ ଅତିଥି ଭାବରେ ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷା ବିଭାଗର ଅଧ୍ୟାପକ ଡଃ ପ୍ରଶାନ୍ତ କୁମାର ଦାଶ, ପତ୍ରିକାର ସଂପାଦକ କନ୍ଦର୍ପ ବେହେରା , ମୁଖ୍ୟ ସଂପାଦକ ସଂଗ୍ରାମ କେଶରୀ ପୃଷ୍ଟି ପ୍ରମୁଖ ମଂଚାସୀନ ଥିଲେ।

ଅତିଥିମାନଙ୍କ ଦ୍ୱାରା ସୁଚିତ୍ରା ର ସ୍ୱନକ୍ଷତ୍ର ସଂଖ୍ୟା ଉନ୍ମୋଚିତ ହୋଇଥିଲା।

ସୁଚିତ୍ରାର ବିଭିନ୍ନ ବିଭାଗ ପାଇଁ ସୁଚିତ୍ରା କବିତା ସମ୍ମାନ କବି ମାନିନି ମିଶ୍ର, ସୋନପୁର, ଶିଶୁ ସାହିତ୍ୟ ସମ୍ମାନ ନୃସିଂହ ଚରଣ ବିଶ୍ୱାଳ, ସମ୍ବଲପୁର, ଗଳ୍ପ ସମ୍ମାନ ରାଜୀବ ଗୋପାଳ ସ୍ୱାଇଁ, ଢେଙ୍କାନାଳ, କବି ପିତାମ୍ବର ବିଶ୍ୱାଳ ସ୍ମୃତି ସମ୍ମାନ କାଳିଆ ସାହୁ, ନବପ୍ରତିଭା ସମ୍ମାନ ସ୍ନିଗଧା ନାୟକ, ଝାରସୁଗୁଡା ସୁଚିତ୍ରା କଳା ସମ୍ମାନ ସୁଧିର କୁମାର ସ୍ୱାଇଁ, ସମ୍ବଲପୁରଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା।
ସ୍ୱନକ୍ଷତ୍ର ଉତ୍ସବରେ ଅନୁଷ୍ଠିତ କବିତା ପାଠୋତ୍ସବରେ ସଭାପତି ସନ୍ତୋଷ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ କବିତା ପାଠୋତ୍ସବରେ ସଂଯୋଜକ ଭାବରେ କବି ବିପିନ୍ ମହାନନ୍ଦ, କବି ଶେଷଦେବ ବିଶ୍ୱାଳ, କବୟତ୍ରୀ ଗୀତାରାଣୀ ସାହୁଙ୍କ କବିତା ସଂଯୋଜନାରେ ଓଡିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୭୦ ଜଣ କବି କବିତା ପାଠ କରିଥିଲେ। ଶେଷରେ ଅଧ୍ୟାପକ ପ୍ରଶାନ୍ତ କୁମାର ଦାସ୍ ଧନ୍ୟବାଦ ଅର୍ପଣ କରିଥିଲେ। ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ ନୃତ୍ୟ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like