-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ରାଜ୍ୟ

ଗଣମାଧ୍ୟମ ର ସୁରକ୍ଷା ପାଇଁ ଆଗାମୀ ଦିନରେ ରାଜରାସ୍ତାକୁ ଓଲ୍ଲାଇବ ରାଜ୍ୟ ସାମ୍ବାଦିକ ୟୁନିଅନ - ରାଜ୍ୟ ସଭାପତି

27-Nov-2022



ବୌଦ୍ଧ (ଦୁର୍ଯ୍ଯୋଧନ ବିଶି) -ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ , ଏଥିରେ କର୍ମରତ ସାମ୍ବାଦିକ ମାନେ ସମାଜକୁ ଶୃଙ୍ଖଳିତ ଓ ସୁରକ୍ଷିତ ରଖିବା ପାଇଁ ଅନବରତ ପ୍ରୟାସ ଜାରି ରଖିଛନ୍ତି  ଅନ୍ୟପକ୍ଷରେ ରାଜ୍ୟ ସରକାର ସାମ୍ବାଦିକଙ୍କୁ ସୁରକ୍ଷା ଏବଂ ସହଯୋଗ ଯୋଗାଇ ଦେବାରେ ଅବହେଳା କରିବା ଗଣତନ୍ତ୍ର ପ୍ରତି ଉପହାସ ସଦୃଶ୍ୟ , ସାମ୍ବାଦିକଙ୍କୁ ତାଙ୍କର

ମୌଳିକ ସୁବିଧା ଓ ସୁଯୋଗ ଯୋଗାଇବା ପାଇଁ ଆବଶ୍ୟକତା ପଡିଲେ ସରକାରଙ୍କ ବିରୁଦ୍ଧରେ ରାଜ୍ୟ ସାମ୍ବାଦିକ ୟୁନିଅନ ଆନ୍ଦୋଳନକୁ ଓଲ୍ଲାଇବ ବୋଲି ଆଜି ବୀର ନରସିଂହପୁର ଠାରେ ବୌଦ୍ଧ ଜିଲ୍ଲା ସାମ୍ବାଦିକ ୟୁନିଅନ ପକ୍ଷରୁ ଆୟୋଜିତ ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୟୁନିଅନ ର ରାଜ୍ୟ ସଭାପତି କୈଳାସ ଚନ୍ଦ୍ର ନାୟକ ଚେତାବନୀ ଦେଇଛନ୍ତି , ଏଥି ସହ ରାଜ୍ୟରେ କର୍ମ ରତ ସାମ୍ବାଦିକଙ୍କୁ ଆଜୀବନ ସାମ୍ବାଦିକ ଭାବେ ଘୋଷଣା ଓ ମୌଳିକ ସୁବିଧା ପ୍ରଦାନ, ସାମ୍ବାଦିକ ଙ୍କ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି, କଲ୍ୟାଣ ପାଣ୍ଠିର ସହଯୋଗ ରାଶି ବୃଦ୍ଧି, ସାମ୍ବାଦିକଙ୍କ ସୁବିଧା ନିମନ୍ତେ ପ୍ରତ୍ୟେକ ଜିଲ୍ଲାରେ ସାମ୍ବାଦିକ ଭବନ ନିର୍ମାଣ କରାଯିବା ସହ ପୂର୍ବରୁ ରାଜ୍ୟ ସରକାର ଘୋଷଣା କରି ଥିବା ସ୍ୱଳ୍ପ ମିଆଦି ସୁଧରେ ବାସ ଗୃହ ସହ ଅନ୍ୟାନ୍ୟ ଋଣ, ସାମ୍ବାଦିକଙ୍କ ପିଲା ଛୁଆ ଙ୍କୁ ଶିକ୍ଷା କ୍ଷେତ୍ରରେ ଆର୍ଥିକ ସହଯୋଗ ଯୋଗାଇ ଦେବାର ବ୍ୟବସ୍ଥା ଅତି ଶୀଘ୍ର କାର୍ଯ୍ୟକାରୀ କରାଯାଉ ବୋଲି ଏହି ଅବସରରେ ୟୁନିଅନ ପକ୍ଷରୁ ଦାବୀ କରା ଯାଇଛି  | ଆଜିର ଏହି କାର୍ଯ୍ୟକ୍ରମ ରେ ଅନ୍ୟାନ୍ୟ ଅତିଥି ଭାବେ ୟୁନିଅନର ସାଧାରଣ ସମ୍ପାଦକ ପ୍ରଶାନ୍ତ ପାଢ଼ୀ ଉପ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ, ଦୁଷ୍ମତ ପଣ୍ଡା, ସମରେଶ ମିଶ୍ର ଏବଂ ସହ ସମ୍ପାଦକ

ମହେନ୍ଦ୍ର ଦର୍ଜୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତା କାନ୍ତି ବଳିୟାର ସିଂ, ଜିଲ୍ଲା ପ୍ରେସ କ୍ଳବ ସଭାପତି ବରୋଜ କୁମାର ବେହେରା ପ୍ରମୁଖ ମଂଚାସୀନ ଥିଲେ | ବୌଦ୍ଧ ଜିଲ୍ଲା ସାମ୍ବାଦିକ ୟୁନିଅନ ର ସଭାପତି ଶ୍ରୀ ନରେନ୍ଦ୍ର କୁମାର ସାହୁଙ୍କ ଅଧକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ସାଧାରଣ ସମ୍ପାଦକ ଦୁର୍ୟୋଧନ ବିଷି ପ୍ରାରମ୍ଭିକ ସୂଚନା ପ୍ରଦାନ କରି ଥିଲେ, ସଦସ୍ୟ ସତ୍ୟଜିତ କୁମାର ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ ଆଶୁତୋଷ ଦାସ ଧନ୍ୟବାଦ ଅର୍ପଣ କରି ଥିଲେ | ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଗଣ ମାଧ୍ୟମ ପ୍ରତିନିଧି ମାନେ ଯୋଗ ଦେଇ ଥିଲେ | 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like