-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ସଭାର ତ୍ରୟୀବାର୍ଷିକ ଅଧିବେଶନ ଓ ନୁଆଁଖାଇ ଭେଟଘାଟ

27-Nov-2022



ବଲାଙ୍ଗୀର- ଶ୍ରୀ ନରସିଂହ ମମନ୍ଦିର ଠାରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର ତ୍ରୟୀ ବାର୍ଷିକ ଅଧିବେଶନ, କର୍ମକର୍ତ୍ତା ନିର୍ବାଚନ ଓ ନୁଆଁଖାଇ ଭେଟଘାଟ ସଭାପତି ଗିରିଧାରୀ ଶତପଥିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ଆରମ୍ଭରେ ଭଗବାନ ପର୍ଶୁରାମଙ୍କ ପୂଜା ଅର୍ଚ୍ଚନା କରାଯାଇଥିଲା । ସଂପାଦକ ରଘୁନାଥ ମିଶ୍ର ବାର୍ଷିକ ବିବରଣୀ ପ୍ରଦାନ କଲାପରେ ଉପଦେଷ୍ଟା ନୀଳମଣି ମିଶ୍ର ନୂଆଁଖାଇର ଶୁଭେଚ୍ଛା ଜଣାଇବା ସହିତ ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣ କରିଥିଲେ । ଧନଞ୍ଜୟ ମିଶ୍ର ସଭାପତି, ଗୋପବନ୍ଧୁ ପୁରୋହିତ ଉପ-ସଭାପତି, ଜୟରାମ ମିଶ୍ର ସଂପାଦକ, ଶୁଭେନ୍ଦ୍ର ନେପାକ ସହ-ସଂପାଦକ, ପର୍ଶୁରାମ ନାୟକ କୋଷାଧ୍ୟକ୍ଷ, ମଦନ ମୋହନ ରଥ ପର୍ଶୁରାମ ବାହିନୀର ମୁଖ୍ୟ ଓ କସ୍ତୁରୀ ରଥ ଶକ୍ତି ବାହିନୀର ମୁଖ୍ୟ ଭାବରେ  ମନୋନିତ ହୋଇଥିଲେ । ଉପଦେଷ୍ଟା ଜୟକୃଷ୍ଣ ଦାସଶର୍ମା ଓ ସତ୍ୟବନ୍ତ ବେଦ୍‌ବାଗ ନୂତନ କର୍ମକର୍ତ୍ତା ଙ୍କୁ ସ୍ୱାଗତ କରିବାକୁ ପରାମର୍ଶ ଦେଇଥିଲେ । ନବ ନିର୍ବାଚିତ ସଭାପତି ଧନଞ୍ଜୟ ମିଶ୍ର ଓ ସଂପାଦକ ଜୟରାମ ମିଶ୍ର ମଧ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ । ମଦନ ମୋହନ ରଥ  ସଭାକୁ ପରିଚାଳନା କରିଥିବା ବେେଳେ ରତ୍ନମୟ ତ୍ରିପାଠି ଅତିଥି ପରିଚୟ ପ୍ରଦାନ କରିଥିଲେ । ଶେଷରେ କସ୍ତୁରୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମମରେ ଅନେକ ବ୍ରାହ୍ମଣଣ ପରିବାର ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like