-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ରାଜନୀତି

ପଦ୍ମପୁରରେ ପଦ୍ମ ଦଳର ହେଭିଓ୍ୱେଟ୍ : ଫସଲ ବୀମା ଟଙ୍କାକୁ ନେଇ ତୋମାରଙ୍କ ତୀର

27-Nov-2022



ପଦମପୁର (ନରହରି ବଗର୍ତ୍ତୀ) ବଗରଡ଼ ଜିଲ୍ଲା ପଦ୍ମପୁର ବଢୁଛି ଉପନିର୍ବାଚନ ତାତି । ପଦ୍ମପୁରର ପାଇକମାଳରେ ପଦ୍ମ ଦଳର ହେଭିଓ୍ୱେଟ୍ ମନ୍ତ୍ରୀ ।  ରାଜ୍ୟର କୃଷି ବହୁଳ ଜିଲ୍ଲା ବରଗଡରେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର । ଆଜି ତୋମାର ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ କରିଛନ୍ତି ପ୍ରଚାର । ନିଜ ଭାଷଣରେ ସେ ରାଜ୍ୟ ସରକାରଙ୍କୁ କରିଛନ୍ତି ଟାର୍ଗେଟ୍ । ଫସଲ ବୀମା ଯୋଜନାକୁ ବିଜେପି ମୁଖ୍ୟ ପ୍ରସଙ୍ଗ କରିଛି । ବୀମା ଯୋଜନା ଟଙ୍କା ନେଇ ରାଜ୍ୟ ସରକାରଙ୍କୁ ଘେରିଛି ପଦ୍ମ ଦଳ । ଏହି ଟଙ୍କାକୁ ନେଇ ରାଜ୍ୟ ସରକାରଙ୍କ ନେତା ଓ ମନ୍ତ୍ରୀ ଅପପ୍ରଚାର କରୁଛନ୍ତି ବୋଲି ତୋମାର କହିଛନ୍ତି । ରାଜ୍ୟ ସରକାରଙ୍କ ନିକଟରେ ବୀମା ରାଶି ଅଛି, ଚାପ ପକାଇଲେ ରିଲିଜ୍ କରିବେ ।

ବୀମା କମ୍ପାନୀର ଟେଣ୍ଡର ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥାଏ ।  ଚାଷୀଙ୍କ କ୍ଷତି ହେଲେ ରାଜ୍ୟସରକାର ସର୍ଭେ କରି ଦାବି ପୂରଣ କରନ୍ତି । ବୀମା ଟଙ୍କା କେନ୍ଦ୍ର ସରକାର ରିଲିଜ୍ କରିସାରିଛନ୍ତି । ରାଜ୍ୟ ସରକାରଙ୍କ କାମ ମନ୍ଥର । ବୀମା ଟଙ୍କାକୁ ନେଇ କେନ୍ଦ୍ର ଉପରେ ଦୋଷ ଲଦାଯାଉଛି । ରାଜ୍ୟ ସରକାର ଓଡ଼ିଶାବାସୀଙ୍କୁ ଭ୍ରମିତ କରୁଛନ୍ତି । ଚାପ ପଡିଲେ ରାଜ୍ୟ ସରକାର ଚାଷୀଙ୍କୁ ଦେବେ ବୋଲି କହିଛନ୍ତି ତୋମାର ।

ଓଡ଼ିଶାରେ ଯେଉଁ ଘର ମିଳୁଛି ଓ ଗରିବଙ୍କୁ ଯେଉଁ ରୋଜଗାର ମିଳୁଛି ତାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ବିଭିନ୍ନ ଯୋଜନା ମାଧ୍ୟମରେ ଦିଆଯାଉଛି । ଡିସେମ୍ୱର ୫ ତାରିଖରେ ପ୍ରଦୀପ ପୁରୋହିତଙ୍କୁ ଭୋଟ୍ ଜିତାନ୍ତୁ ବୋଲି କହି ସେ ଲୋକଙ୍କୁ ଭୋଟ୍ ମାଗିଛନ୍ତି । ବିଜେଡିକୁ ଯିବାକୁ ଦେଇ ବିଜେପିକୁ ଜିତାଇ ଡବଲ୍ ଇଞ୍ଜିନ ସରକାର ଆଣିବାକୁ ସେ ପଦ୍ମପୁରବାସିନ୍ଦାଙ୍କୁ ଆହ୍ୱାନ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like