-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଭାରତୀୟ ସାହିତ୍ୟ ଓ ସଂସ୍କୃତି ପରିଷଦର ରାଜ୍ୟ ସ୍ତରୀୟ କବି ସମ୍ମିଳନୀ I

28-Nov-2022



ସମ୍ବଲପୁର,( ସଂଜୀବ ପାଣିଗ୍ରାହୀ)
ନବ ଗଠିତ ଭାରତୀୟ ସାହିତ୍ୟ ଓ ସଂସ୍କୃତି ପରିଷଦ ଓଡ଼ିଶା ପକ୍ଷରୁ ସମ୍ବଲପୁର ତପସ୍ଵିନୀ ସଭାକକ୍ଷରେ ସଭାପତି ନିତ୍ୟାନନ୍ଦ ଖମାରୀଙ୍କ ସଭାପତିତ୍ବରେ ଦୁଇ ଗୋଟି ଅଧିବେଶନରେ ରାଜ୍ୟସ୍ତରୀୟ କବି ସମ୍ମିଳନୀ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କବି ପଙ୍କଜିନି ନାୟକଙ୍କ ସଂଯୋଜନାରେ ପ୍ରଥମ ଅଧିବେଶନରେ ପନ୍ଦର ଗୋଟି ଜିଲ୍ଲାରୁ ଆସିଥିବା ଶତାଧିକ କବିଙ୍କୁ ସମ୍ମାନିତ କରାଯାଇ ଥିବାବେଳେ ସେମାନଙ୍କ ଭିତରେ ଅନନ୍ତ ରାମ ସାହୁ ,ସୁବାସ ଚନ୍ଦ୍ର ନାୟକ ପ୍ରମୁଖ ଅନ୍ତର୍ଭୁକ୍ତଥିଲେ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀ ଡ଼. କୃଷ୍ଣ କୁମାର ଗୁପ୍ତା, ସମ୍ବଲପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଡ. ଗୋପ୍ନଥ ଦାସ, ଗଙ୍ଗା ଧର ମେହେର ବିଶ୍ୱ ବିଦ୍ୟାଳୟ ଓଡ଼ିଆ ବିଭାଗ ମୁଖ୍ୟ ଡ଼. ଲକ୍ଷ୍ମୀ ପ୍ରିୟ ବେହେରା,ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ନାୟକ, ପ୍ରଫେସର ଗିରିଜା ଶଙ୍କର ଶର୍ମା, ପ୍ରଫୁଲ୍ଲ ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି  ଓ ଅବସରପ୍ରାପ୍ତ ପ୍ରସାନିକ ଅଧିକାରୀ ମୂରଲୀଧର ନାଏକ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ । ଶେଷରେ ଡ. ସଙ୍ଗୀତ ନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like