-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ଦାବି ନେଇ ଦାବି ପତ୍ର ପ୍ରଦାନ......

28-Nov-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ମହିଳା ପୁରୁଷ ସ୍ୱାସ୍ଥ୍ୟ କର୍ମୀ,ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ, ଓ ସ୍ୱାସ୍ଥ୍ୟ ପରିଦର୍ଶକ ଙ୍କ ପକ୍ଷରୁ ବିଭିନ୍ନ ଦାବି ନେଇ  ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଙ୍କ  ଉଦେଶ୍ୟ ରେ ସୋମବାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଚିକିତ୍ସା ଅଧିକାରୀ ଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି।ଦାବି ଗୁଡିକ ମଧ୍ୟରେ କ୍ୟାଡ଼ର ର ପୁନଃଗଠନ,ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଳିତ ମାସ ପ୍ରକାଶିତ ବିଜ୍ଞପ୍ତି ର ପ୍ରତ୍ୟାହାର, ଆର ଏ ସି ପି ଆକାର ରେ ଦରମା ପ୍ରଦାନ,ଠିକା କର୍ମଚାରୀ ଙ୍କ ଛଅ ବର୍ଷ ମୂଳ ଚାକିରୀରେ ଗଣିବା ସହ ଛଅ ଟି ଇଂକ୍ରିମେଣ୍ଟ ମିଳିବା, କର୍ମଚାରୀ ଙ୍କ ପୋଷାକ ବାବଦକୁ ବାର୍ଷିକ ପାଞ୍ଚ ହଜାର ଟଙ୍କା , ସ୍ୱାସ୍ଥ୍ୟ ପରିଦର୍ଶକ ଓ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ ଙ୍କ ପଦବୀର ନାମ ପରିବର୍ତ୍ତନ ଭଳି ଦାବି ଗୁଡିକ ରହିଛି।ତେବେ ଦାବି ପୂରଣ ନ ହେଲେ ଆସନ୍ତା ମାସ ୧୪ ତାରିଖରୁ ଅସହଯୋଗ ଆନ୍ଦୋଳନ ଓ ୨୧ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଥିବା  ସଂଘ ପକ୍ଷରୁ କୁହାଯାଇଛି।ଏଥିରେ  ସ୍ୱାସ୍ଥ୍ୟ ପରିଦର୍ଶକ କିଶୋର ଚନ୍ଦ୍ର ଦାଶ୍,ସ୍ୱାସ୍ଥ୍ୟ କର୍ମୀ ପ୍ରଶାନ୍ତ ଦୀପ,ବିମଳ ଚନ୍ଦ୍ର ସାହୁ, ପବିତ୍ର ନାଏକ,କିରଣ ପ୍ରଭା ନାଏକ,ଆନନ୍ଦିନୀ ସାହୁ, ସୀମା ବାଗ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like