-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ସେଣ୍ଟ୍ ଜାଭିୟର୍ସ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

28-Nov-2022



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) - ଗତ ଦୁଇଦିନ ଧରି ସ୍ଥାନୀୟ କଚେରୀ ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଥିବା ସେଣ୍ଟ୍ ଜାଭିୟର୍ସ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ଶନିବାର ଉଦଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରା ଯୋଗଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂ ଯୋଗ ଦେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା

ସେନାପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଶ୍ରୀମତୀ ଦଳବେହେରା କ୍ରୀଡା ପ୍ରତି ଆଗ୍ରହ ରଖିବାକୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଆମ ଜୀବନରେ କ୍ରୀଡାର ମହତ୍ତ୍ୱପୂର୍ଣ୍ଣ ଭୁମିକା ରହିଛି । ସ୍ୱାସ୍ଥ୍ୟ ହିଁ ସଂପଦ କହିବା ସହ ସ୍ୱାସ୍ଥ୍ୟ ଭଲ ଥିଲେ ଆମକୁ ସବୁକାମ କରିବାକୁ ଇଚ୍ଛା ହୁଏ ଯଦି ଆମ ସ୍ୱାସ୍ଥ୍ୟ ଠିକ୍ ରହିବ ନାହିଁ ତାହାଲେ ଆମକୁ କୌଣସି କାମ କରିବାକୁ ଭଲ ଲାଗିବ ନାହିଁ । ତେଣୁ ପିଲାମାନଙ୍କୁ ଭଲ ପାଠ ପଢିବା ସହିତ ନିଜ ସ୍ୱାସ୍ଥ୍ୟ ଠିକ୍ ରଖିବାକୁ ନିୟମିତ ବ୍ୟାୟାମ, ଯୋଗ କରିବାକୁ ପରାମର୍ଶ ଦେଇଥିଲେ । ଡିଆଇପିଆରଓ ସୁଶ୍ରୀ ବଳିୟାରସିଂ କ୍ରୀଡାରେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବାସହ କୃତି ପ୍ରତିଯୋଗୀଙ୍କୁ ଧନ୍ୟବାଦ ଦେଇଥିଲେ । ଦୁଇଦିନ ଧରି ଅନୁଷ୍ଠିତ ହୋଇଥିବା ଇନ ଆଉଟ, ପଟାଟୋ ସ୍ପୁନ, ଦୌଡ, ସଟ୍‌ଫୁଟ, ଡିସକସ୍‌, ଲମ୍ବଡିଆଁ, ଉଚ୍ଚଡିଆଁ, ମ୍ୟୁଜିକ ଚେୟାର ଆଦି ବିଭିନ୍ନ ଖେଳରେ ପ୍‌୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଓ ଚଂପିଆନ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ଓ ମେଡାଲ ଦେଇ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି

ଅବସରରେ ଅଭିଭାବକ ଓ ଅଭିଭାବିକା ମାନଙ୍କ ମ୍ୟୁଜିକ ଚେୟାର ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଅଭିଭାବକ ଓ ଅଭିଭାବିକା ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହାପରେ ମୁଖ୍ୟଅତିଥି ଶ୍ରୀମତୀ ଦଳବେହେରା କ୍ରୀଡାପତାକା ଅଧ୍ୟକ୍ଷାଙ୍କୁ ପ୍ରଦାନ କରି ଖେଳ ଉଦଯାପିତ ହୋଇଥିବା ଘୋଷଣା କରିଥିଲେ । ଏହି କ୍ରୀଡାକୁ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like