-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ରାମ-ସୀତା ବିବାହ ସମ୍ପନ୍ନ I

29-Nov-2022



ସମ୍ବଲପୁର,( ସଂଜୀବ ପାଣିଗ୍ରାହୀ)
 ପାରମ୍ପରିକ ରୀତିରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ସହିତ ଜଗତଜନନୀ ସୀତାଙ୍କ ବିବାହ ସୋମବାର ଅନୁଷ୍ଠିତ ହୋଇଯାଇଛି I ବିବାହ ପାଇଁ ବ୍ରୁକ୍‌ସ ହିଲ୍‌ ହନୁମାନ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଭବ୍ୟ ଆୟୋଜନ କରାଯାଇଥିଲା I ରବିବାର ବିବାହ ପାଇଁ କନ୍ୟା ମାତାପିତା ପ୍ରମିଳା ସାହୁ ଓ ଗୋପାଳ ସାହୁଙ୍କ ବୈଦ୍ୟନାଥ ଛକସ୍ଥିତ ବାସଭବନରେ ପତରପେଣ୍ଡି ସଂପନ୍ନ ହୋଇଥିଲା I ଏସ୍‌.ରଶ୍ମିତା ଓ ଏସ୍‌.ସଂଜୀବ କୁମାର ବର ମାତାପିତା ଦାୟିତ୍ବ ତୁଳାଇ ଥିଲେ I ସୋମବାର ଦିନ ବିବାହ ସଂପନ୍ନ ହେବା ପରେ ଯୁଗଳ ବେଶର ଭକ୍ତମାନଙ୍କୁ ଦର୍ଶନ ଦେବା ନିମନ୍ତେ ପ୍ରଭୁ ଶ୍ରୀରାମଚନ୍ଦ୍ର ଓ ଜଗତଜନନୀ ସୀତା ନଗର ପରିକ୍ରମା କରିଥିଲେ। ହନୁମାନ ମନ୍ଦିର ପରିଚାଳନା କମିଟିର ସଭାପତି ଦୁର୍ଗାମାଧବ ମିଶ୍ର, ସାଧାରଣ ସଂପାଦକ ରାଜୀବ ଶତପଥୀ, ସଦସ୍ୟ ସଂଜୀବ ପାଢ଼ୀ, ଉମାକାନ୍ତ ସାହୁ, ସୁରେନ୍ଦ୍ର ପ୍ରଧାନ, ପଦ୍ମନ ସିଂହ, ବସନ୍ତ ମହାରଣା, ବିଶ୍ବନାଥ ରାଉତ, ଅନନ୍ତ ମହାନ୍ତି, କ୍ଷୀରୋଦ ବେହେରା, ମୁରାରୀ ଶତପଥୀ, କ୍ଷିତୀଶ ନାୟକ, ସଂଜୟ ଡାଲୁଆ, ବ୍ରଜ ସାହୁ, ପଦ୍ମ ନାୟକ ପ୍ରମୁଖ ସମଗ୍ର କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like