-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ଜିଲ୍ଲା

୮ଦଫା ଦାବି ନେଇ ରାଜଧାନୀ ପି ଏମ ଜି ଛକରେ ଗର୍ଜିଲେ ଅଙ୍ଗନବାଡ଼ି କର୍ମୀ

29-Nov-2022



କଳାହାଣ୍ଡି  (ତ୍ରିନାଥ ବେଶ୍ରା )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର  ଏସୋ ସେସନ୍ ଡାକରା ରେ ରାଜ୍ୟର ବିଭିନ୍ନ ଜିଲ୍ଲା ର ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା ର ପ୍ରତେକ ବ୍ଲକର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ରାଜଧାନୀ ଭୁବନେସ୍ୱର ପି ଏମ ଜି ଛକ ସମ୍ମୁଖରେ ଧାରଣା ଦେଇଛନ୍ତି। ଆଜି ଅଷ୍ଟମ ଦିନ ବିତି ଯାଇଛି ହେଳେ ସରକାର କିଛି ଜବାବ ଦେଉ ନାହାନ୍ତି ବୋଲି ଅଲ ଇଣ୍ଡିଆ ସଂଗଠନ ମନ୍ତ୍ରୀ ସୁଶ୍ରୀ ଅଞ୍ଜଳି ପଟେଲ ଓ ଓଡ଼ିଶା ରାଜ୍ୟ ସଭା ନେତ୍ରୀ ଶ୍ରୀମତୀ ମିତା ମହାପାତ୍ର,ରାଜ୍ୟ ସାଧାରଣ ସମ୍ପା ଦିକା ଶ୍ରୀମତୀ ଝୁନୁ ପମା ଶତପଥୀ ପ୍ରକାଶ କରିଛନ୍ତି l

ଏବଂ ଆମେଯେ ପର୍ଯ୍ୟନ୍ତ ସରକାର ଆଠ ଗୋଟି ଦାବୀ ପୂରଣ କରି ନାହାନ୍ତି ସେତେ ଦିନ ପର୍ଯ୍ୟନ୍ତ ଆମେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ରହିବୁ ବୋଳି କହିଛନ୍ତି  l ଆଜି ଅଷ୍ଟମ ଦିନ ରେ କଳାହାଣ୍ଡି ଜିଲ୍ଲା ରହି ଥିବାରୁ କଳାହାଣ୍ଡି ଜିଲ୍ଲା ସଭା ନେତ୍ରୀ ଶ୍ରୀମତୀ ସଂଜୀବନୀ ପାଢ଼ୀ ସଂପାଦିକା ଶ୍ରୀମତୀ ପ୍ରେମ ଲତା ସାମନ୍ତ ରାଏ ଓ ପ୍ରତେକ ବ୍ଲକ ର ସଭାନେତ୍ରୀ ଓ ସଂପାଦିକା ଏବଂ ଅଙ୍ଗୱାଡ଼ି କର୍ମୀ ମାନେ ବହୁ ସଂକ୍ଷ୍ୟା ରେ ଯୋଗଦାନ କରିଥିଲେ l ଏବଂ ତାଙ୍କ ଦାବି ଗୁଡ଼ିକ ହେଉଛି  ୨୦୧୮ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତ ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହିଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮୦୦୦ ଓ ସହାୟିକା ମାନଙ୍କୁ ୯୦୦୦ଟଙ୍କା ପ୍ରଦାନ କରାଯିବା ସହିତ ଇପିଏଫ ଇଏସାଇସି ଓ ଗ୍ରାଜୁଟି ରେ ସାମିଲ କରାଯାଉ। ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀ କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀ, ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଓ ପେନସନ ମାସିକ ୫୦୦୦ ଟଙ୍କା ପ୍ରଦାନ କରାଯାଉ, କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ ବରଣ କଲେ ଅଙ୍ଗନୱାଡି କର୍ମଚାରୀ ମାନଙ୍କୁ ମୃତ୍ୟୁ କାଳିନ ସହାୟତା ରାଶି ୫ଲକ୍ଷ ଟଙ୍କା ଦେବା ସହିତ ପରିବାରରୁ ଜଣଙ୍କୁ ଚାକିରୀ ଦିଆଯାଉ, ନୂତନ ଶିକ୍ଷାନୀତି ରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନରଖୁ ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ପି- ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ଦିଆଯାଉ। ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥ‌ିବା ବେଳେ ଆଉ ୫୦% ସ୍ମାରକ ଓ ଚତୁର୍ଥ ଅଙ୍ଗନୱାଡି କର୍ମୀ ମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ଏଭଳି ୮ ଗୋଟି ଦାବି ରହିଛି। ଏହି ଦାବୀ ଗୁଡିକ ଯେ ପର୍ଯ୍ୟନ୍ତ ପୂରଣ ନ ହୋଇଛି ସେତେ ଦିନ ପର୍ଯ୍ୟନ୍ତ ଧାରଣା ଜାରି ରହିବା ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନ ଫଳରେ ପ୍ରତେକ୍ ଜିଲ୍ଲା ର  ଅଙ୍ଗନବାଡ଼ି କେନ୍ଦ୍ର ରେ ତାଲା ଝୁଲୁଥିବାବେଳେ ହଜାର ହଜାର ହିତାଧିରୀ ଅଙ୍ଗନବାଡି ସେବା ରୁ ବଞ୍ଚିତ ହେବା ଆଶଙ୍କା ଦେଖାଦେଇଛି । ଏପଟେ ଓଡ଼ିଶା  ସରକାର ପକ୍ଷରୁ କଡା ଚେତାବନୀ ସ୍ୱରୂପ  ଅଙ୍ଗନବାଡି କର୍ମୀ ମାନେ କେନ୍ଦ୍ର ଗୁଡିକ ନ ଖୋଲି ଆନ୍ଦୋଳନ ରେ ନିବୃତ ରହିବେ ତାଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ମାନ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ କର୍ମୀ ମାନେ ସରକାର ଙ୍କ ଚେତାବନୀ କୁ ଖାତିର ନ କରି ନିଜ ହକ ପାଇଁ ଆନ୍ଦୋଳନ କରୁଥିବା ସଂଘ ସଦସ୍ୟl ମାନେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like