-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସିଭିଲକୋର୍ଟ ଏକାଉନଟାଣ୍ଟ ସୁବାଷ ଦାନିଙ୍କ ବିୟୋଗରେ ଶୋକସଭା

02-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର): ଆଜି ବଲାଙ୍ଗିର ସିଭିଲ୍ କୋର୍ଟରେ ବଲାଙ୍ଗିର ସିଭିଲକୋର୍ଟର କାର୍ଯ୍ୟରତ ଏକାଉନ୍‌ଟାଣ୍ଟ ସୁବାଷ ଦାନିଙ୍କ ଅକାଳ ବିୟୋଗରେ ବିଚାରବିଭାଗୀୟ କର୍ମଚାରୀ ସଂଘର ସଭାପତି ପ୍ରକାଶ ନେପାକଙ୍କ ଆବହକତ୍ୱରେ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ସେ କରୋନାରେ ପିଡିତ ହୋଇ ସ୍ଥାନୀୟ ମୁଖ୍ୟଚିକିତ୍ସାଳୟରେ ସପ୍ତାହେ ହେଲା ଚିକିତ୍ସିତ ହେଉଥିଲେ । ଉକ୍ତ ଶୋକ ସଭାରେ ଇନ୍‌ଚାର୍ଜ ଜିଲ୍ଲାଜଜ୍ ଅଜନ୍ତା ଷଡଙ୍ଗି ତଥା ସମସ୍ତ ବିଚାର ବିଭାଗୀୟ ଅଧିକାରୀ ସମସ୍ତ କର୍ମଚାରୀ ଯୋଗଦାନ କରି ଦାନିବାବୁଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରିଥିଲେ । ଭିଜିଲାନ୍ସ ଜଜ୍ ଅଜନ୍ତା ଷଡଙ୍ଗି ସ୍ୱର୍ଗତ ଦାନିଙ୍କ ବିୟୋଗରେ ଜଣେ ସର୍ଚ୍ଚୋଟ ତଥା କର୍ମଠ କର୍ମଚାରୀଙ୍କୁ ଆମେ ହରେଇଲୁ ବୋଲି ପ୍ରକାଶ କରିଥିଲେ । ସିିଭିଲ କୋର୍ଟ ରେଜିଷ୍ଟାର ଅମିତ କୁମାର ବାରିକ ସ୍ୱର୍ଗତ ଦାନୀଙ୍କ ପରିବାରବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ କରିବା ସହ କରୋନା କାଳରେ ସମସ୍ତେ ସଜାଗ ରହି ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଆହ୍ୱାନ ଦେଇଥିଲେ । ସିଭିଲକୋର୍ଟ ହେଡ୍‌କ୍ଲାର୍କ ପଞ୍ଚାନନ ପଟ୍ଟନାୟକ ସ୍ୱର୍ଗତ ଦାନିଙ୍କ ବିୟୋଗରେ ବିଚାର ବିଭାଗ ଏକ ଦକ୍ଷ ତଥା କର୍ମବୀରଙ୍କୁ ହରେଇଲୁ ବୋଲି ପ୍ରକାଶ କରିଥିଲେ । ସଂଘର ସଭାପତି ପ୍ରକାଶ ନେପାକ ତାଙ୍କର ଅନ୍ତରଙ୍ଗ ବନ୍ଧୁ ସହକର୍ମଙ୍କୁ ହରେଇ ମର୍ମାହତ ବୋଲି ପ୍ରକାଶ କରିଥିଲେ । ଜିଲ୍ଲା ଜଜ୍ ଶ୍ୟାମ ସୁନ୍ଦର ଦାଶ ତାଙ୍କ ଶୋକ ବାର୍ତ୍ତାରେ ସୁବାଷ ଦାନିଙ୍କ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like