-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ପଡ଼ିଆବାହାଲ ଧନୁଯାତ୍ରାର ପଞ୍ଚମ ରଜନୀ I

29-Nov-2022



ସମ୍ବଲପୁର/ପଡିଆବାହାଲ (ସଂଜୀବ ପାଣିଗ୍ରାହୀ)
 ପଡିଆବାହାଲ ଧନୁଯାତ୍ରାର ପଞ୍ଚମ ଦିବସରେ ସୋମବାର ଲୋକ ସମାଗମ ବହୁମାତ୍ରାରେ ବୃଦ୍ଧି ହୋଇଥିଲା l ସ୍ଥାନୀୟ କଳାକାରଙ୍କ ସହ ବାହାର ଅଂଚଳରୁ ଆସିଥିବା କଳାକାର ମାନଙ୍କ ଦ୍ୱାରା ଲୋକ କଳା, ନୃତ୍ୟ ପରିବେଷଣ କରି କଂସ ଦରବାରରେ କଂସଙ୍କ ସହ ଦର୍ଶକଙ୍କୁ ବିମୋହିତ କରିଥିଲେ l କୃଷ୍ଣ ବଳରାମଙ୍କୁ ନିଧନ କରିବାକୁ ଯାଇଥିବା ଅଷ୍ଟମଲ୍ଲ ବାଳୁତ ରାମକୃଷ୍ଣଙ୍କ ହସ୍ତରେ ନିଧନ ହୋଇଥିବା ଜାଣି କଂସ ମହାରାଜ ବିଜୁଳୀ କନ୍ୟାଙ୍କ ଶୂନ୍ୟବାଣୀ ସ୍ମରଣ କରି ଭୟଭୀତ ହୋଇଯାଇଥିଲେ l ମନ୍ତ୍ରଣା କରି ଧନୁ ଯାତ୍ରା ଦେଖି ଆସିବାକୁ ନିମନ୍ତ୍ରଣ ବାହନାରେ ଅକୃରଙ୍କୁ ପଠାଇଲେ କୃଷ୍ଣ ବଳାରାମଙ୍କୁ ମଥୁରା ଡାକି ଆଣିବାକୁ l ଏହି କାର୍ଯ୍ୟକ୍ରମରେ କଂସ ଦରବାରରେ ରାଜକୀୟ ଅତିଥି ଭାବେ ସିଡବ୍ଲୁସି ଅଧ୍ୟକ୍ଷ ବ୍ରଜେନ୍ଦ୍ର କୁମାର ପଣ୍ଡା ଓ ଆଦର୍ଶର ଚେୟାରମ୍ୟାନ ପ୍ରଦୀପ କୁମାର ବେହେରା ଯୋଗଦାନ କରିଥିଲେ । ଦରବାରରେ ସାମ୍ବାଦିକ ଅମଳେନ୍ଦୁ ନାଏକ, ସୁବାସ ନାଥ ଶର୍ମା, ରଧାମୋହନ ଷଡଙ୍ଗୀ, ନବୀନ ଦାସ ଓ ମାନସ ସାହୁଙ୍କୁ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ଡା.ରାଜାରାମ ଷଡଙ୍ଗୀ ସଂଯୋଜନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like