-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ରାଜାମୁରା ଗାଁରେ ମହୁମାଛି ଆକ୍ରମଣରେ ନାବାଳକ ମୃତ

29-Nov-2022



ବଲାଙ୍ଗିର (ପ୍ରେରଣା ଖବର) ଗତ ରାତ୍ରି ରେ ବଲାଙ୍ଗୀର ଜିଲ୍ଲାର ରାଜାମୁରା ଗାଁ ଠାରେ ମହୁମାଛି ଆକ୍ରମଣରେ ବଲାଙ୍ଗୀର ହସ୍ପିଟାଲରେ ନାବାଳକ ମୃତ  ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା କଣ୍ଟାବାଜିଂ ଥାନା ରଜାମରା ଗାଁରେ । ମୃତ ନାବାଳକ ଜଣକ ହେଉଛନ୍ତି ରଜାମରା ଗାଁର ପିଙ୍କୁ ରଣାଙ୍କ ୧୩ ବର୍ଷୀୟ ଗୌରୀଶଂକର ରଣା । ଗୌରୀଶଂକର ଆଜି ସଂନ୍ଧ୍ୟାରେ ବିଳକୁ ଯାଇଥିଲେ । ସେଠାରେ ଏକ ମହୁଲ ଗଛ ଥିବା ମହୁଫେଣାକୁ ଢେଲା ମାରିଥିଲେ ଗୋରୀ । ହଠାତ ମହୁମାଛି ମାନେ ଆସି ଗୌରୀଶଂକରକୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ପ୍ରଥମେ କଣ୍ଟାବାଜିଂ ହସପିଟାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ କଣ୍ଟାବାଜିଂରୁ ଗୌରୀଶଂକରକୁ ଆଣି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ ଗୌରୀଶଂକରଙ୍କର ମୃତ୍ୟୁ ହୋଇଛି । ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ହସପିଟାଲ ଫାଣ୍ଡି ପୋଲିସ ।  ମହୁମାଛି ଆକ୍ରମଣରେ ଅକାଳରେ ଝଡିଯାଇଛି ଏକ ନିଷ୍ପାପ ଜୀବନ ॥ ଘଟଣାକୁ ନେଇ ରଜାମରା ଗାଁରେ ଶୋକର ଛାୟା ଖେଲିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like