-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟକର୍ମୀ ମିଳିତ ସଂଘ ପକ୍ଷରୁ ଦାବୀପତ୍ର ପ୍ରଦାନ

29-Nov-2022



ବରଗଡ:-ବରଗଡ଼ ଜିଲ୍ଲା ପାଇକମାଲ ବ୍ଳକ ଅନ୍ତର୍ଗତ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ କାର୍ଯ୍ୟରତ ମହିଳା ଓ ପୁରୁଷ ସ୍ୱାସ୍ଥ୍ୟକର୍ମୀ ଏବଂ ସ୍ୱାସ୍ଥ୍ୟପରିଦର୍ଶକ ମାନେ ମଙ୍ଗଳବାର ଦିନ ୫ଦଫା ସମ୍ମଳିତ ଦାବୀପତ୍ର ଗୋଷ୍ଠୀ ସ୍ୱାସ୍ଥ୍ୟଅଧିକାରୀ ଡା: ସୈାମ୍ୟରଞ୍ଜନ ଦାଶ ଙ୍କୁ ପାଇକମାଲ ପିଏଚସି ଠାରେ ପ୍ରଦାନ କରିଛନ୍ତି।ଏହି ଦାବୀ ଗୁଡିକ ପୂରଣ କରାନଗଲେ ଆସନ୍ତା ଡ଼ିସେମ୍ବର ୧୪ ତାରିଖ ଠାରୁ ସ୍ୱାସ୍ଥ୍ୟକର୍ମୀମାନେ ତଥା ସ୍ୱାସ୍ଥ୍ୟପରିଦର୍ଶକ ମାନେ କାର୍ଯ୍ୟରେ ଅସହଯୋଗ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି।ଏହାପରେ ଯଦି ସେମାନଙ୍କ ଦାବୀ ସମ୍ପର୍କରେ ରାଜ୍ୟସରକାର କୈାଣସି ପଦକ୍ଷେପ ଗ୍ରହଣ ନ କରନ୍ତି ତେବେ ବାଧ୍ୟହୋଇ ଡିସେମ୍ବର ୨୧ ତାରିଖରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ଯୋଗଦେବେ ବୋଲି ଜଣାଇଛନ୍ତି।ରାଜ୍ୟରେ କାର୍ଯ୍ୟରତ ସ୍ୱାସ୍ଥ୍ୟକର୍ମୀ ଙ୍କ କ୍ୟାଡର ପୁନଃ ଗଠନ କରିବାସହ ଗ୍ରେଡ ପେ ବୃଦ୍ଧି ସମେତ ଅନ୍ୟ କେତେକ ନ୍ୟାର୍ଯ୍ୟ ଦାବୀ ପୂରଣ କରିବାକୁ ସ୍ମାରକ ପତ୍ରରେ ଦର୍ଶାଯାଇଛି।ସ୍ମାରକପତ୍ର ଦେବା ସମୟରେ ତୁଷ କୁମାର ଚନ୍ଦ୍ରକାର,ଜାହ୍ନବୀ କିଷାନ,ଚନ୍ଦ୍ରିକା ଛୁରା,ପ୍ରଦୀପ ସାହୁ,ପୂର୍ଣ୍ଣବତୀ ବେହେରା,ଲିଲି ଦୀପ,ଖୁଦେଶ୍ୱରୀ ପ୍ରଧାନ,ମୋନାଲିସା ସାହୁ,ନିର୍ମଳା ଦ୍ୱିବେଦୀ,ଜାମିନୀ ବେହେରା,ଲିପସା ବେହେରା,ଲଲିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like