-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ତେରେସିଂହା କୁରାଳ ପଞ୍ଚମୀ ଉଦଯାପିତ

29-Nov-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ୍ ତେରେସିଂହା ଗ୍ରାମରେ ପାଳିତ ହେଉଥିବା କୁରାଳ ପଞ୍ଚମୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇ ଯାଇଛି l କୁମ୍ଭକାର ସମ୍ପ୍ରଦାୟର ଏହା ମୂଖ୍ୟ ପର୍ବ ହେଉ ଥିବାରୁ କୁମ୍ଭାକାର ଜାତି ଭାଇଭଉଣୀଙ୍କ ମଧ୍ୟରେ ବେଶ୍ ଆନନ୍ଦ ଉଲ୍ଲାସ ଦେଖିବାକୁ ମିଳିଥିଲା l ମାର୍ଗଶୀର ଶୁକ୍ଳପକ୍ଷ ପଞ୍ଚମୀରେ ତିଥିରେ ଏହି ପୂଜା ଅନୁଷ୍ଠିତ ହୋଇଥାଏ l ରବିବାର ଦିନ କଳସ ଯାତ୍ରାରେ ଯାଇ ନିକଟସ୍ଥ ପୋଖରୀ ରୁ ଜଳ ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ l ସୋମବାର ଦିନ ପ୍ରଥମେ କୁମ୍ଭକାର ଜାତିର ପତାକା ଉତ୍ତୋଳନ କରା ଯାଇଥିଲା l ପରେ କୁମ୍ଭକାର ସମାଜର ଇଷ୍ଟ ଦେବାଦେବୀ ପିତା ରୁଦ୍ରପାଳ, ମାତା ରତ୍ନେଶ୍ୱରୀ, ସୁରେଶନ ଚକ୍ର ପୂଜାର୍ଚ୍ଚନା ସହ କୁରାଳ ପୁରାଣ ପଠନ ହୋଇଥିଲା l ଏଥିରେ ସମ୍ବାରୁ ରଣା ଓ ତାଙ୍କ ଧର୍ମପତ୍ନୀ ରଞ୍ଜିତା ରଣା କର୍ତ୍ତା ଦାୟିତ୍ଵ ତୁଲାଇଥିଲେ l କୁରାଳ ସମାଜର ସମ୍ପାଦକ ମୁରଲୀଧର ରଣାଙ୍କ ନେତୃତ୍ବରେ ଉପ ସଭାପତି ଭୁବନେ ରଣା, ତ୍ରିନାଥ ରଣା, ମକରନ୍ଦ ରଣା, ଗୌରାଙ୍ଗ ରଣା, ଚତୃଭୂଜ ରଣା, ଡମ୍ବରୁଧର ରଣା, କୃଷ୍ଣ ଚନ୍ଦ୍ର ରଣା, ନିର୍ମଳ ରଣା, ତପନ ରଣା,ସରୋଜ ରଣା, ହେମନ୍ତ ରଣା, ସୁଶାନ୍ତ ରଣା ପ୍ରମୁଖ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ l ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥିଲା ସେହିପରି ବ୍ଲକ ର ବିଭିନ୍ନ ଗ୍ରାମରେ କୁରାଲ ପଞ୍ଚମୀ ଧୁମଧାମରେ ପାଳନ ହେଉଥିବା ଦେଖିବାକୁ ମିଳିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like