-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ଡିସେମ୍ବର ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ ଧାର୍ଯ୍ୟ ।

29-Nov-2022



ବଲାଙ୍ଗିର(ପ୍ରେରଣା ଖବର) ଡିସେମ୍ବର ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ କରାଯାଇଛି  । ତଦନୁସାରେ ୧୨   ତାରିଖରେ ତୁରେକେଲା   ବ୍ଲକ ଅନ୍ତର୍ଗତ ମହଖଣ୍ଡ  ଗ୍ରାମ ପଞ୍ଚାୟତ  କାର୍ଯ୍ୟ।ଲୟ ଠାରେ , ୧୯   ତାରିଖରେ ଦେଓଗାଁ  ବ୍ଲକ ଅନ୍ତର୍ଗତ ଡୁମେରପିଟା   ଗ୍ରାମ ପଞ୍ଚାୟତ କାର୍ଯ୍ୟ।ଲୟ ଠାରେ ଓ ୨୬ ତାରିଖରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଦିଗଶିରା   ଗ୍ରାମ ପଞ୍ଚାୟତ  କାର୍ଯ୍ୟଳୟ ଠାରେ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଅନୁଷ୍ଠିତ ହେବ । ଏହି ପଞ୍ଚାୟତ ଲୋକ ସେବା ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହେଉଥିବା ଜନହିତକର ଓ ଲୋକାଭିମୁଖୀ ଯୋଜନା ଗୁଡିକ ସମ୍ପର୍କରେ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀଙ୍କୁ ସଚେତନ କରିବାପାଇଁ ବିଭାଗୀୟ ଷ୍ଟଲ ସହ ଯୋଜନା ସମ୍ପର୍କିତ ସୂଚନା ସମ୍ବଳିତ ବ୍ୟାନର ଲଗାଯିବା । ଏତଦବ୍ୟତୀତ ପଞ୍ଚାୟତ ଲୋକ ସେବା ଶିବିରରେ ସ୍ୱାସ୍ଥ୍ୟ ବିଭାଗ , ପ୍ରାଣୀ ସମ୍ପଦ ବିଭାଗ ,ଶ୍ରମ ବିଭାଗ , କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଉଦ୍ୟାନ କୃଷି ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ , ସାମାଜିକ ସୁରକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ,ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ, ମିଶନ ଶକ୍ତି , ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ବୟନ ଶିଳ୍ପ  ଓ ହସ୍ତତନ୍ତ ବିଭାଗ ତଥା ଅନ୍ୟାନ୍ୟ ବିଭାଗ ର ଯୋଜନା ସମ୍ପର୍କରେ ସଚେତନତା ସହ ଯୋଗ୍ୟ ହିତାଧିକାରୀ ମାନଙ୍କୁ ବିଭାଗୀୟ ସହାୟତା ଓ ପରାମର୍ଶ  ଦିଆଯିବ । 
ନିର୍ଦ୍ଧାରିତ ତାରିଖରେ ଉପରୋକ୍ତ ଗ୍ରାମ ପଞ୍ଚାୟତ   କାର୍ଯ୍ୟଳୟ ପରିସର ଠାରେ ଅନୁଷ୍ଠିତ ହେବାକୁଥିବା ଏହି  ପଞ୍ଚାୟତ ଲୋକ ସେବା ଶିବିର ରେ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗ ର ଜିଲ୍ଲା ସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ଅଧିକାରୀ ମାନେ ଯୋଗଦେବେ । ଶିବିରରେ ସମ୍ପୃକ୍ତ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀ ମାନେ ବହୁ ସଂଖ୍ୟାରେ ଯୋଗଦାନ କରି ବିଭିନ୍ନ ଯୋଜନା ଗୁଡିକର ସୁଯୋଗ ନେବା ପାଇଁ ଅନୁରୋଧ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like