-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜିଲ୍ଲା ନିଯୁକ୍ତି ମେଳା ଅନୁଷ୍ଠିତ । ବିଭିନ୍ନ ନିଯୁକ୍ତି ପ୍ରଦାନ କାରୀ ସଂସ୍ଥା ଦ୍ଵାରା 791 ଜଣ ଯୁବାବର୍ଗ ଉପକୃତ ହେବେ ।

29-Nov-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଓଡିଶା ଦକ୍ଷତା  ବିକାଶ କର୍ତ୍ତୃପକ୍ଷ ଏବଂ ଜିଲ୍ଲା  ପ୍ରଶାସନ ସୁବର୍ଣପୁର ମିଳିତ ସହଯୋଗରେ ଜିଲ୍ଲା ନିୟୋଜନ ବିଭାଗ ଆନୁକୁଲ୍ୟରେ ଆଜି ଜିଲ୍ଲା ସଦର ମହକୁମା ସ୍ଥିତ ଟାଉନ୍ ହଲ୍ ଠାରେ ଏକ  ଜିଲ୍ଲା  ସ୍ତରୀୟ ନିଯୁକ୍ତି ମେଳା  ଅନୁଷ୍ଠିତ ହୋଇଯାଇଛି  l ଜିଲ୍ଲା  ନିୟୋଜନ ଅଧିକାରୀ ସଂଯୁ ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ୍ ମିଞ୍ଜ୍ ମୁଖ୍ୟ ଅତିଥି ଭାବରେ ଏବଂ ଜିଲ୍ଲା  ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ I ଏହି ନିଯୁକ୍ତି ମେଳା ରେ ରାଜ୍ୟ  ଭିତର ଏବଂ  ରାଜ୍ୟ ବାହାରର ବିଭିନ୍ନ 19 ଟି ସ୍ୱନାମଧନ୍ୟ ନିଯୁକ୍ତି ପ୍ରଦାନ କାରୀ ସଂସ୍ଥା ଅଂଶ ଗ୍ରହଣ କରିଥିଲେ I  ଜିଲ୍ଲା ର ସମସ୍ତ ଛଅ ଟି  ବ୍ଲକ ରୁ ସହସ୍ରାଧିକ ଯୁବକ ଯୁବତୀ ଏହି ମେଳାରେ ନାମ ପଞ୍ଜୀକରଣ କରି ବିଭିନ୍ନ ମନପସନ୍ଦ ସଂସ୍ଥା ରେ ଯୋଗ ଦେବା ପାଇଁ ପଦକ୍ଷେପ ନେଇଥିଲେ ଇ ଆଜି ଏହି ନିଯୁକ୍ତି ମେଳାରେ ସମୁଦାୟ 791 ଜଣ ଯୁବକ ଯୁବତୀ ନିଜର ନାମ ପଞ୍ଜିକରଣ କରିଥିବା ବେଳେ ବିଶେଷ ଭାବେ Worry free technology ରେ  ସର୍ବାଧିକ 131 ଜଣ ଦ୍ଵିତୀୟ ରେ Care vision private  limited ରେ  99 ଜଣ, ଜନ କଲ୍ୟାଣୀ ଫୋୖଣ୍ଡସନ ରେ 99 ଜଣ ଏବଂ Vedamata Groups pvt  ltd ରେ 94 ଜଣ  ନାମ  ପଞ୍ଜୀକୃତ  କରିଥିଲେ  l ସେହିପରି  ଟାଟା ମୋଟର୍ସ ରେ 27 ଜଣ ଏବଂ ଜିଓ ଫାଇବର ରେ 55 ଜଣ ଯୁବା ପଂଜିକୃତ କରିଛନ୍ତି  l କରୋନା ମହାମାରୀ ଯୋଗୁଁ ଦୁଇ ବର୍ଷ ଧରି  ବନ୍ଦ ହୋଇ ରହିଥିବା  ନିଯୁକ୍ତି ମେଳା ଏହି ବର୍ଷ ଅନୁଷ୍ଠିତ ହୋଇଥିବା ଯୋଗୁଁ ବହୁ ସଂଖ୍ୟାରେ ଯୁବା ବର୍ଗ ଆଗ୍ରହ ସହକାରେ ଅଂଶ ଗ୍ରହଣ କରିଥିଲେ l ପ୍ରାରମ୍ଭରେ ଜିଲ୍ଲା ନିୟୋଜନ ଅଧିକାରୀ ସଞ୍ଜୁ ସାହୁ ସ୍ୱାଗତ ଅବିଭାଷଣ  ପ୍ରଦାନ ପୂର୍ବକ ସଭାର ଆଭିମୁଖ୍ୟ  ସମ୍ବନ୍ଧରେ ସୂଚନା ଦେଇଥିଲେ  l ଯୁବାବର୍ଗ ଙ୍କୁ ସମ୍ବୋଧିତ କରି ଅତିରିକ୍ତ ଜିଲ୍ଲାପାଳ ସମସ୍ତଙ୍କ ପାଇଁ ଏକ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ l ସଭା କୁ ବିଦ୍ୟାପତି ପଣ୍ଡା ସଂଯୋଜନା କରିଥିଲେ l କାର୍ଯ୍ୟକ୍ରମ ପରିଚାଳନା ରେ ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ
କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like