-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||     

HOME   ଜିଲ୍ଲା

ଅବକାରୀ ବିଭାଗ ଚଢାଉ,ଦେଶି ମଦ ସହ ଜଣେ ଗିରଫ ।

29-Nov-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅବକାରୀ ବିଭାଗ ତରଫରୁ ବେଆଇନ ମଦ ରନ୍ଧା ହେଉଥିବା ସ୍ଥାନରେ ଚଢାଉକରିଥିଲେ । ସୁବଲୟା ଥାନା  ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ଚୁବକାଦାଦର ଗ୍ରାମରୁ ମହୁଲ ପୋଚ ଓ ଚୋରା ଦେଶୀମଦ ଜବତ କରାଯାଇଛି। ଚୋରାମଦ ପ୍ରସ୍ତୁତି ରେ ସଂପୃକ୍ତ ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରିଛି ଅବକାରୀ ବିଭାଗ।ଗିରଫ ଅଭିଯୁକ୍ତ ଜଣକ ହେଲେ ଚୁବକାଦାଦର ଗ୍ରାମର ବ୍ରଜଗୋପାଳ ଗିରଙ୍ଗା(୨୨) ।ସୁଚନାମତେ ଖଣ୍ଡହତା ପଞ୍ଚାୟତର ଚୁବକାଦାଦର ଗ୍ରାମରେ ବ୍ୟାପକ ପରିମାଣରେ ଦେଶି ମଦ ପ୍ରସ୍ତୁତ କରି ଚୋରାରେ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଥିଲା।ଏନେଇ ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢାଉ କରାଯାଇ ଥିଲା।ଚଢାଉବେଳେ ୫ଲିଟର ଦେଶି ମଦ ଓ ୨ ଡ୍ୟାକ୍ଚି ଜବତ କରାଯାଇଛି।ଏହା ସହିତ ମଦ ପ୍ରସ୍ତୁତ ପାଇଁ ରଖାଯାଇ ଥିବା ୧୫୦ କୁଇଣ୍ଟାଲ ମହୁଲ ପୋଚ ମଧ୍ୟ ଜବତ କରି ନଷ୍ଟ କରାଯାଇଛି।ଏଥିରେ ସଂପୃକ୍ତ ଉକ୍ତ ଗ୍ରାମର ବ୍ରଜ ଗୋପାଳ ଙ୍କୁ ଗିରଫ କରାଯାଇଛି।ଏନେଇ ଅବକାରୀ ବିଭାଗ ତରଫରୁ କେସ୍ ନଂ ୧୨୭/୨୨ରେ ଏକ ମାମଲା ରୁଜୁ କରାଯାଇଛି।ସୁବର୍ଣ୍ଣପୁର ଅବକାରୀ ଅଧିକ୍ଷକ ଙ୍କ ନିର୍ଦ୍ଦେଶକ୍ରମେ ବୀରମହାରାଜପୁର ଅବକାରୀ ବିଭାଗ ଏଏସଆଇ ବନମାଳୀ ରଣା ଙ୍କ ନେତୃତ୍ବରେ କନେଷ୍ଟବଳ ଚିତ୍ତରଞ୍ଜନ ଦାଶ,ଭାଗ୍ୟବାନ କୁମ୍ଭାର ଓ ନମିତା ବାଦୀ ସାମିଲ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026

You Might Also Like