-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ରୋଗପ୍ରତିରୋଧକ  ଔଷଧ ବ୍ୟବହାର ସଚେତନତା କର୍ମଶାଳା

29-Nov-2022



ବଲାଙ୍ଗିର(ପ୍ରେରଣା ଖବର)- ଭାରତରେ ୫ବର୍ଷରୁ କମବୟସର ଶିଶୁଙ୍କ ମଧ୍ୟରେ ରୋଗପ୍ରତିରୋଧକ ଶକ୍ତି କମିବା ସହିତ ବିଭିନ୍ନ ରୋଗରେ ପଡି ମୃତ୍ୟୁହାର ବଢୁଛି । ୫ବର୍ଷରୁ କମ ବୟସର ଶିଶୁଙ୍କ ମଧ୍ୟରେ ରୋଗପ୍ରତିରୋଧକଶକ୍ତି ବୃଦ୍ଧିକରିବା ତଥା ଉଚିତ ମାତ୍ରାର ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରି ଶିଶୁମୃତ୍ୟୁହାର କମ କରିବାକୁ ଇଣ୍ଡିଆନ ମେଡିକାଲ ଏସୋସିଏସନ ଅଣ୍ଟା ଭିଡିଛି । ପ୍ରେସିଡେନ୍ସିଆଲ ଏକ୍ସନପ୍ଲାନ ୟୁ୫ଏମଓଆର ୨୫/୨୫ ଆଧାରରେ ଇଣ୍ଡିଆନ ମେଡିକାଲ ଆସୋସିଏସନ ଓ ଇଣ୍ଡିଆନ ଏକାଡେମୀ ଅଫ ପେଡିଆଟିକ୍ସର ବଲାଙ୍ଗୀର ଶାଖାର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ହରିହର ହସପିଟାଲର ସଭାକକ୍ଷରେ ଶନିବାର ସଂଧ୍ୟାରେ  ରୋଗପ୍ରତିରୋଧକ ଔଷଧ ବ୍ୟବହାର ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଆଇଏମଏ ବଲାଙ୍ଗୀର ଶାଖାର ସଭାପତି ଡ.ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡ.ସ୍ନେହଲତା ସାହୁ,ସମ୍ମାନୀତ ଅତିଥି ଭାବରେ ଆଇଏମଏ ବଲାଙ୍ଗୀର ଶାଖାର ସଂପାଦକ ଡ.ନରେନ୍ଦ୍ରକୁମାର ସାହୁ,ଆଇଏପିର ବଲାଙ୍ଗୀର ଶାଖା ସଭାପତି ଡ.ଜନାର୍ଦ୍ଦନ ପୃଷ୍ଟି,ସଂପାଦକ ଡ.ସରୋଜକୁମାର ତିଆଡି ଓ ମୁଖ୍ୟବକ୍ତା ଭାବରେ ଭୀମଭୋଇ ମେଡିକାଲକଲେଜ ହସପିଟାଲର ଶିଶୁରୋଗବିଭାଗର ମୁଖ୍ୟ ପ୍ରଫେସର ଡ.ଶାନ୍ତିସେନା ମିଶ୍ର ଯୋଗଦେଇଥିଲେ । ଡ.ଶାନ୍ତିସେନା ତାଙ୍କ ବକ୍ତବ୍ୟରେ ସଂପ୍ରତି ଶିଶୁଙ୍କ ମଧ୍ୟରେ ଅନେକରୋଗ ବ୍ୟାପୁଛି । ବାରମ୍ବାର ଆଣ୍ଟିବାୟୋଟିକ ବ୍ୟବହାର ଫଳରେ ଏହା ଶରୀରରେ ରେଜିଷ୍ଟେନ୍ସ ହୋଇଯାଉଛି । ଫଳରେ ଅନେକ ଆଣ୍ଟିବାୟଟିକ ଆଉ ରୋଗ କମାଇବାରେ କାମ କରୁନାହିଁ । ତେଣୁ ଶିଶୁଙ୍କୁ ଚିକିତ୍ସା କଳାବେଳେ ଉଚିତ ପରିମାଣର  ତଥା ସଠିକ  ଆଣ୍ଟିବାୟୋଟିକ ପ୍ରୟୋଗର ଆବଶ୍ୟକତା ଉପରେ ସେ କହିଥିଲେ । ଏହି କର୍ମଶାଳାରେ ଆଣ୍ଟିବାଓଟିକର ବ୍ୟବହାର ,ଏହାର ପାଶ୍ୱର୍ପ୍ରତିକ୍ରୀୟା ଓ ଅନ୍ୟାନ୍ୟ ଦିଗ ତଥା ନୂତନ ଗବେଷଣା ଉପରେ ଆଲୋଚନା ହୋଇଥିଲା । ଆମର ଆଗାମୀପୀଢୀ ଯେଭଳି ଆଣ୍ଟିବାୟୋଟିକର ରେଜି ଷ୍ଟାନ୍ସର ଶୀକାର ନେହେବେ ସେନେଇ କଣ ସତର୍କତା ଅବଲମ୍ବନ କରାଯାଇ ପାରିବ ସେନେଇ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବହୁସଂଖ୍ୟାରେ ଡାକ୍ତର ଯୋଗଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like