-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||     

HOME   ଜିଲ୍ଲା

ପୃଥ୍ୱୀରାଜ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୧୯୯୩ ବେଚ ପୁରାତନ ଛାତ୍ରଙ୍କର ବନ୍ଧୁମିଳନ

30-Nov-2022



ବଲାଙ୍ଗିର (ପ୍ରେରଣା ଖବର) ପୃଥ୍ୱୀରାଜ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୯୯୩ ମାଟ୍ରିକ ବେଚ ପୁରାତନ ଛାତ୍ରଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ବଲାଙ୍ଗୀର ନିକଟସ୍ଥ ନର୍ସରୀ ସଂରକ୍ଷିତ ବଣ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ଗତ ୨୭ ନଭେମ୍ବର ଦିନ ଅନୁଷ୍ଠିତ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ପୃଥ୍ୱୀରାଜ ହାଇସ୍କୁଲରେ ସେସମୟରେ ଥିବା ପାଞ୍ଚୋଟି ସେକ୍ସନ ର ପ୍ରାୟ,

୧୬୦ଜଣ ଛାତ୍ର ଯୋଗ ଦେଇଥିଲେ l ଏହା ଏକ ଐତିହାସିକ ବନ୍ଧୁମିଳନ ବୋଲି ଛାତ୍ର ସମୂହ ପକ୍ଷରୁ କୁହାଯାଇଛି l କାରଣ ଦୀର୍ଘ ୨୯ ବର୍ଷ ପରେ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମ କରାଯାଇଥିଲେ ସୁଦ୍ଧା ଉକ୍ତ ବେଚର ପ୍ରାୟ ଅଧିକାଂଶ ଛାତ୍ର ଏଥିରେ ଭାଗ ନେଇଥିଲେ l କିଛି ଛାତ୍ର ବହୁ ଦୂରଦୂରାନ୍ତରେ ଚାକିରୀ, ବ୍ୟବସାୟ ଆଦି କରୁଥିବା ସତ୍ୱେ ସେମାନେ ମଧ୍ୟ ଗୋଟିଏ ଦିନ ପାଇଁ ଆସି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l ଦୀର୍ଘ ଦୁଇ ଦଶନ୍ଧି ପରେ ସମସ୍ତେ ସମସ୍ତଙ୍କୁ ଭେଟିବାର ପ୍ରବଳ ଉତ୍ସାହ ଓ ଉତ୍କଣ୍ଠା ଯୋଗୁଁ ହିଁ ଆଜି ଏହି ବନ୍ଧୁମିଳନ କାର୍ଯ୍ୟକ୍ରମଟି ସତ ପ୍ରତିଶତ ସଫଳ ହୋଇପାରିଛି ବୋଲି ଅନେକ ଛାତ୍ର ମତବ୍ୟକ୍ତ କରିଛନ୍ତି l ତେବେ ଏହି ବେଚର କିଛି ଛାତ୍ର ଇହଧ୍ୟାମ ତ୍ୟାଗ କରିସାରିଥିବା ଯୋଗୁଁ ଛାତ୍ରଙ୍କ ମଧ୍ୟରେ କିଛି ସମୟ ପାଇଁ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା l ସେମାନଙ୍କ ଉଦେଶ୍ୟରେ ପ୍ରଥମେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇ ସ୍ବର୍ଗବାସୀ ଛାତ୍ରଙ୍କ ଉଦେଶ୍ୟରେ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା  ଓ ପରବର୍ତ୍ତୀ ସମୟରେ ଛାତ୍ରମାନେ ନିଜ ନିଜ ପରିଚୟ ପ୍ରଦାନ କରିଥିଲେ l

ବହୁ ବର୍ଷ ପରେ ଛାତ୍ରମାନେ ନିଜ ନିଜ ଛୋଟ ବେଳର ସାଙ୍ଗ ସାଥୀଙ୍କୁ ଭେଟି ଖୁସିରେ ଆତ୍ମହରା ହୋଇପଡ଼ିଥିଲେ l ପୁରାତନ ଛାତ୍ରଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସିର ମାହୋଲ ଦେଖାଯାଇଥିଲା l ଏହି ବନ୍ଧୁମିଳନ ଅବସରରେ ଗୀତ, ନାଚ ଆଦି ବିଭିନ୍ନ ପ୍ରକାରର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଛାତ୍ର ମାନଙ୍କଦ୍ୱାରା ପରିବେଷଣ କରାଯାଇଥିଲା l ଶେଷରେ ଏକ ଧନ୍ୟବାଦ ସଭାର ଆୟୋଜନ କରାଯାଇ କାର୍ଯ୍ୟକ୍ରମର ପରିସମାପ୍ତି କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026

You Might Also Like