-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କୋଭିଡ କେଆର ସେଣ୍ଟରରେ ଡାକ୍ତରଙ୍କ ଦ୍ୱାରା ଅସଦାଚରଣ ଘଟଣା :  ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ, ତଦନ୍ତ କରିବ ଡିଏମ୍‌ଇଟି

02-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠ।କୁର)- ବଲାଙ୍ଗିର ସହର ଉପକଣ୍ଟ ରେ ଥିବା କୋଭିଡ କେଆର ସେଣ୍ଟରରେ ଜନୈକ ଆୟୁଷ ଡାକ୍ତରଙ୍କ ଦ୍ୱାରା ଘଟିଯାଇଥିବା ଯୌନ ନିର୍ଯ୍ୟାତନା ଘଟଣା ଅଜକୁ ୩ମାସ ବିତି ଯାଇଛି । ସହରର ଜନୈକ ଦଳିତ ମହିଳା ଏହି ଘଟଣାର ପୀଡିତା । ସେହି ସମୟରେ କରୋନା ସଂକ୍ରମଣ ଶିଖର ସ୍ତରରେ ଥିବା ବେଳେ ଆୟୁଷ ଡାକ୍ତର ଜଣକ ମଧ୍ୟରାତ୍ରରେ ପୀଡିତ ମହିଳା କରୋନା ରୋଗୀଙ୍କୁ ଯୌନ ନିର୍ଯ୍ୟାତନା ଦେବାର ଅଭିଯୋଗ ହୋଇଥିଲା । ସେତେବେଳେ ପୀଡିତା ଭୟରେ ଚିତ୍କାର କରିବାରୁ ସେଠାରେ ଚିକିତ୍ସାଧୀନ ଥିବା ଅନ୍ୟ କରୋନା ରୋଗୀର ସଂପର୍କୀୟ ମାନେ ଡାକ୍ତରଙ୍କୁ ବେସ ଉତ୍ତମ ମଧ୍ୟମ ଦେଇଥିଲେ । ସେହି ସମୟରେ ଏହି ଘଟଣା  ବଲାଙ୍ଗିରରେ ଚର୍ଚ୍ଚାର ବିଷୟ ହେବା ସହ କରୋନା ପୀଡିତା ମହିଳା ରୋଗିମାନଙ୍କ ଭିତରେ ଭୟ ସଂଚାର କରିଥିଲା । ସେହି ଘଟଣାର ଦୋଷୀକୁ ଉପଯୁକ୍ତ ଦଣ୍ଡ ଦିଆଯାଉ ବୋଲି ସବୁ ଆଡୁ ଦାବୀ ହୋଇଥିଲା । ଗତ କାଲି ରାଜ୍ୟ ସରକାର ଏହି ଘଟଣାତ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ସ୍ତରରେ ଜିଲ୍ଲା ପୋଲିସ ତଥା ଜିଲ୍ଲା ଚିକିତ୍ସା ଅଧିକାରୀ ଏହି ଘଟଣାକୁ ଚପାଇ ଦେବା ଉଦ୍ୟମ ଅଭିଯୋଗ ହୋଇଥିବାରୁ ଏହାର ତଦନ୍ତ ତଥା ଅନୁସନ୍ଧାନ (ଡିଏମଇଟି) ରାଜ୍ୟ ସ୍ୱାସ୍ଥ୍ୟ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ କରିବେ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତ ିା  ଏଠାରେ ସୂଚନାଯୋଗ୍ୟ ଯେ  ଗତ ସେପ୍ଟେମ୍ବର ମାସରେ ଘଟି ଯାଇଥିବା ଏହି ଚାଞ୍ଚଲ୍ୟକର ଘଟଣାକୁ ଦବାଇ ଦେବା ପାଇଁ ବଲାଙ୍ଗିର ପୋଲିସ ଅଧିକାରୀ ପିଡିତାଙ୍କ ଠାରୁ ଏପରି କିଛି ଘଟି ନାହିଁ ବୋଲି ଲେଖାଇ ନେଇଥିଲେ । ଏପରିକି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସଂପୃକ୍ତ ଡାକ୍ତରଙ୍କୁ ଥାନାକୁ ଆଣିଥିଲ।। କିନ୍ତୁ କିଛି ପ୍ରଭାବଶାଳୀ ଲୋକଙ୍କ ଚାପରେ ସଂପୃକ୍ତ ଡାକ୍ତରଙ୍କୁ ଥାନାରୁ ଛାଡି ଦେବା ସହ ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତରଙ୍କୁ କେବଳ ସାଧାରଣ ବଦଳି କରି ମାମଲା ରଫା ଦଫା କରିବାକୁ ଚେଷ୍ଟା କରିଥିଲେ । କିନ୍ତୁ ବିଭିନ୍ନ ଖବରକାଗଜ ମାନଙ୍କରେ ଏହାକୁ ନେଇ ବାରମ୍ବାର ତଥ୍ୟ ସହ ଖବର ପରିବେଷଣ ହେବାରୁ ପ୍ରସଙ୍ଗଟି ବଲାଙ୍ଗିର ବିଧାୟକ ନରସିଂହ ମିଶଙ୍କ୍ର ଦ୍ୱାରା ବିଧାନସଭାରେ ଜିଲ୍ଲା ର ଆଇନ ଶୃଙ୍ଖଳା ପରିଶ୍ଥିତି ବିଷୟରେ ଅଲୋଚନା ହେବା ସମୟରେ ଏହି ବିଷୟଟି  ଉତ୍ଥାପନ ହୋଇଥିଲା । ଫଳରେ ଆୟୁଷ ଡାକ୍ତରଙ୍କ ଦ୍ୱାରା ହୋଇଥିବା ଏହି ଯୌନ କେଳେଙ୍କାରି ଘଟଣାର ତଦନ୍ତ ପାଇଁ ସରକାର ଗତକାଲି ନିର୍ଦ୍ଦେଶ ଦେଇଛନ୍ତି । ବହୁତ ଶୀଘ୍ର ଡଏମ୍‌ଇଟି ର ଏକ ତଦନ୍ତକାରୀ ଦଳ ବଲାଙ୍ଗିର ଆସି ଏହି ଘଟଣାର ଅନୁସନ୍ଧାନ କରିବେ ଓ ଘଟଣାର ଅଭିଯୁକ୍ତ ତଥା ଏହି ଯୌନ ନିର୍ଯ୍ୟାତନା ଘଟଣାକୁ ଚପାଇ ଦେବା ଉଦ୍ଦେଶ୍ୟରେ ଚାପ ପ୍ରୟୋଗ କରିଥିବା ସମସ୍ତ ସରକାରୀ ଅଧିକାରୀମାନଙ୍କୁ ପଚରା ଉଚୁରା କରି ଘଟଣାର ଦୋଷୀକୁ ଦଣ୍ଡ ଦେବା ବ୍ୟବସ୍ଥା କରିବେ ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like