-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ଜିଲ୍ଲା

ବିଡ଼ିଓଙ୍କ ଦ୍ୱାରା ଦୈନନ୍ଦିନ ସୂଚନା ଫଳକ ଉଦଘାଟିତ

02-Dec-2020



କୋକସରା: (ତ୍ରିନାଥ ଵେଶ୍ରା) କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାର୍ଯ୍ୟାଳୟ ଠାରେ ବିଡ଼ିଓ ମନିଷା ଦାସ ଆଜି ଏକ ଦୈନନ୍ଦିନ ସୂଚନା ଫଳକ ଉଦଘାଟନ କରିଛନ୍ତି।ଏହାଦ୍ୱାରା ବ୍ଲକରେ ହେଉଥିବା ସମସ୍ତ କାର୍ଯ୍ୟର ବିବରଣୀ ଓ ଅଗ୍ରଗତି ସୂଚନା ସମସ୍ତ ବିଭାଗରୁ ପ୍ରତିଦିନ ପ୍ରଦର୍ଶିତ ହେବ ବୋଲି ଉଦଘାଟନ ସମୟରେ ବିଡ଼ିଓ କହିଛନ୍ତି। ଏହାଦ୍ବାରା ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧି ବିଶେଷ ଭାବେ ଉପକୃତ ହୋଇପାରିବେ।
ସାମ୍ବାଦିକ ଓ ବିଭିନ୍ନ ପଞ୍ଚାୟତରୁ ଆସିଥିବା ସମିତି ସଭ୍ୟ/ସଭ୍ୟାଙ୍କ ଉପସ୍ଥିତରେ ହେଇଥିବା ଏହି ଉଦଘାଟନ ସମାରୋହରେ କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, ଟେମରା ସମିତି ସଭ୍ୟ ରାଜେନ୍ଦ୍ର ନାଏକ, କନ୍ଦାବୁଟୁରା ସମିତି ସଭ୍ୟା ଅଶୋକା ନାଏକ, ମୋଟେର ସମିତି ସଭ୍ୟ ଟିକେଶ୍ୱର ପୁଝାରି, ଆମପାଣି ସମିତି ସଭ୍ୟା ମାଧୁରୀ ନାଏକ, ଗମ୍ଭାରୀଗୁଡା ସମିତି ସଭ୍ୟ ଟିକେଶ୍ୱର ନାଗ, ଡୁଡୁକାଠେଙ୍ଗା ସମିତି ସଭ୍ୟ ମନୋଜ ଶବର, ରେଙ୍ଗାଳପଲି ସମିତି ସଭ୍ୟା ମାଧୁରୀ ନିଆଲ, ବ୍ଲକ ମୁଖ୍ୟ କିରାଣୀ ଶଙ୍କର ମହାନନ୍ଦ, ଜିପିଓ ନାରାୟଣ ଭୋଇ, ପିଅନ ଅଜିତ ପଟ୍ଟନାୟକ, ପ୍ରଦିପ ସତନାମୀ ସମେତ ସାମ୍ବାଦିକ ସନତ ପ୍ରଧାନୀ, ଦୁଷ୍ମନ୍ତ ପାଟଯୋଶୀ, ଜଗଦୀଶ ନାଏକ, ଭରତ ବିଶି, ହିରଣ୍ୟ ବେହେରା, ଦେବେନ୍ଦ୍ର ସାଗର ପ୍ରମୁଖ ଉପସ୍ଥିତ ରହି ବିଡ଼ିଓଙ୍କ ଏହି କାର୍ଯ୍ୟଧାରାକୁ ପ୍ରଶଂସା କରିଥିଲେ ଓ ଆଗକୁ ସୂଚନା ପ୍ରଦାନରେ କୌଣସି ଅସୁବିଧା ହେବନାହିଁ ବୋଲି ମତ ପ୍ରକାଶ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like