-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ପୌଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥ ଗଡ଼ିଲା

30-Nov-2022



 ସୁବର୍ଣ୍ଣପୁର, ଅନ୍ତର୍ଜାତୀୟ ପୌଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ନଭେମ୍ବର- ୨୦୨୨ ଅବସରରେ ଜ଼ିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଏକ ସଚେତନତା  ରଥ ଜ଼ିଲ୍ଲା ଗ୍ରାମ୍ୟ ଉନୟନ ସମ୍ବିଳନୀ  କକ୍ଷ ପରିସର ଠାରୁ  ଶୁଭାରମ୍ଭ ହୋଇଛି | ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା, ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ  କରିଥିଲେ |ଏହି ସଚେତନତା ରଥ ଜିଲ୍ଲାର ପ୍ରତ୍ୟକ ବ୍ଲକ ତଥା ସମ୍ବେଦନଶୀଳ ପଂଚାୟତ  ଗୁଡିକ ଯଥା ସୋନପୁର  ବ୍ଲକର ଲଛିପୁର ପଂଚାୟତ, ବୀରମହାରାଜପୁର ବ୍ଲକର ମୁରଶୁଣ୍ଢୀ, ଉଲୁଣ୍ଡା ବ୍ଲକର କୋଟସମଲେଇ, ତରଭା ବ୍ଲକ ବ୍ରାହ୍ମିଣୀ , ବିନକା ବ୍ଲକ ର ମହାଦେବପାଲି, ଡୁଙ୍ଗୁରିପାଲି ବ୍ଲକର ଶୁଖା ପଂଚାୟତ  ଆଦି ଅଂଚଳରେ ସଚେତନତା ର ବାର୍ତା ଯେମିତି " ଶିଶୁ ପନ୍ୟ ଦ୍ରବ୍ୟ ନୁହେଁ , ଏହାକୁ କିଣାବିକା କରନ୍ତୁ ନାହିଁ, ଆଇନଗତ ପଦ୍ଧତି ରେ ଗ୍ରହଣ କରନ୍ତୁ | ଶିଶୁ ପରିବାର ଚାହେଁ, ତାକୁ ପର କରନାହିଁ | ଜ଼ିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ  ଚତୁର୍ଭୁଜ ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ରେଣୁବାଳା ଦାଶ , ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ ଭୋଇ, ଜ଼ିଲ୍ଲା ଶ୍ରମ ଅଧିକାରୀ ଦିଲେଶ୍ଵର ଖାଖା , ଶିଶୁ  ମଙ୍ଗଳ କମିଟି ସଦସ୍ୟ  ରଂଜିତା ସାହୁ , ଜ଼ିଲ୍ଲା ସମାଜ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲବ ଷଡ଼ଙ୍ଗୀ, ସୋନପୁର ଥାନା ଅଧିକାରୀ  କୃଷ୍ଣ ଚନ୍ଦ୍ର ମେହେର  ଓ ବାଲ୍ୟ ବିବାହ ପରାମର୍ଶ ଦାତା ରାକେଶ ପ୍ରଧାନ| ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମରେ ସଖି, ଚାଇଲଡ ଲାଇନ . ଶିଶୁ ଯତ୍ନ ଅନୁଷ୍ଠାନ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର କର୍ମଚାରୀ,  ଅଧିକାରୀ ଏବଂ ଉପସ୍ଥିତ ରହି ଉତ୍ସାହିତ କରିଥିଲେ | ଜ଼ିଲ୍ଲା ଶିଶୁ ସୁରକ୍ଷା ବିଭାଗର କର୍ମଚାରୀ ଥବିର କଲସେ, କେଶବଚନ୍ଦ୍ର ମେହେର, ସ୍ୱାଗତରାଜ ମିଶ୍ର, ବିଶ୍ୱେଶ୍ୱର ହୋତା, ରୁଦ୍ରପ୍ରସନ୍ନ ମିଶ୍ର, ପ୍ରଶାନ୍ତ ମହାକୁର ସରିତା ସୁନା, ସିଦ୍ଧାନ୍ତ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like