-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ପ୍ରଧ୍ୟାପକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ

30-Nov-2022



ବୌଦ୍ଧ / ଗତକାଲି ବୁଧବାର ଦିନ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୁଇ ଜଣ ପ୍ରଧ୍ୟାପକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଗଲା। ଗତ ଅକ୍ଟୋବର ୩୦ ତାରିଖ ଦିନ ପ୍ରଧ୍ୟାପକ ଶ୍ରୀଯୁକ୍ତ ଭରଦ୍ୱାଜ ମହାକୁଡ଼ ଅବସର ଗ୍ରହଣ କରିଥିବା ବେଳେ ଅଦ୍ୟ ୩୦ ନଭେମ୍ବର ୨୨ ରିଖ ଦିନ ପ୍ରଧ୍ୟାପକ ଶ୍ରୀଯୁକ୍ତ ଫକୀରମୋହନ ସାହୁ ଅବସର ଗ୍ରହଣ କଲେ । ପ୍ରଧ୍ୟାପକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଦେବେନ୍ଦ୍ର ନାରାୟଣ ପଣ୍ଡା ଙ୍କ ସଭାପତିତ୍ବରେ ଉକ୍ତ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାଟି ଅନୁଷ୍ଠିତ ହୋଇଥିଲା। ବିଦାୟୀ ପ୍ରଧ୍ୟାପକ ଦ୍ବୟ ତାଙ୍କ ଅତୀତ ଅନୁଭୁତି ବର୍ଣ୍ଣନା କରିବା ସଙ୍ଗେ ସଙ୍ଗେ କଲେଜର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ଆମ ହୃଦୟରେ ଅଭୁଲା ହୋଇ ରହିବେ  ବୋଲି ମତବ୍ୟକ୍ତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ତରଫରୁ ବିଦାୟୀ ପ୍ରଧ୍ୟାପକ ଦ୍ବୟଙ୍କୁ ଉପଢୌକନ ପ୍ରଦାନ କରିବା ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀ ମାନେ ମଧ୍ୟ ବିଦାୟୀ ପ୍ରଧ୍ୟାପକ ଦ୍ବୟ ଙ୍କୁ ପୁଷ୍ପଗୁଚ୍ଛ ଓ ବିଭିନ୍ନ ଉପହାର ପ୍ରଦାନ କରିବା ସଙ୍ଗେ ସଙ୍ଗେ ବିଦାୟୀ ସମ୍ବର୍ଦ୍ଧନା ଜଣାଇ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କ୍ରିଡ଼ା ଶିକ୍ଷକ  ନାରାୟଣ ପଧାନ ପରିଚାଳନା କରିଥିଲେ ଏବଂ ଶେଷରେ ତର୍କଶାସ୍ତ ଅଧ୍ୟାପକ  ବିଶ୍ବେଶ୍ବର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।
 (ରିପୋର୍ଟ :ଘନଶ୍ୟାମ ଦନ୍ତା) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like